orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ରାଜପଥ ବିଭାଗର ଠିକାଦାର ପୋଷା ଯୋଜନା, ବର୍ଷା ରାତିରେ ନିମ୍ନମାନର ପିଚୁ କାମ

ରାଜପଥ ବିଭାଗର ଠିକାଦାର ପୋଷା ଯୋଜନା, ବର୍ଷା ରାତିରେ ନିମ୍ନମାନର ପିଚୁ କାମ

ଓଡ଼ିଶା ଲିଡ୍ସ(ଯାଜପୁର): ଜାତୀୟ ରାଜପଥ ବିଭାଗ ନିମ୍ନମାନର କାମ କରିବାରେ ସବୁ ସୀମା ସରହଦ ଡେଇଁ ଯାଇଛି । କିଭଳି ଠିକାଦାର ଲାଭ ବାନ ହେବେ ଓ ବିଭାଗୀୟ ଅଧିକାରୀଙ୍କ ପକେଟ ଗରମ କରିବେ ସେଥିପାଇଁ ସବୁ ଉଦ୍ୟମ କରୁଛି । ଆଉ ଏହାର ପ୍ରମାଣ ହେଲା ବୁଢା ପୋଲ ନିକଟରୁ ମଲ୍ଲିକାପୁର ରାସ୍ତାର ପିଚୁ କାମ ।

କୁଆଖିଆ-ଯାଜପୁର-ଧାମରା ୨୦ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇ ପଡିଛି । ନିକଟରେ ମଲ୍ଲିକାପୁର ଠାରୁ ମାନସାପୋଲ ରାସ୍ତା ମରାମତି ନାମରେ ଅତି ନିମ୍ନମାନର ପିଚୁ କାମ ହୋଇଥିଲା । ସେହି କାମ ଏବେ ମଧ୍ୟ ସମ୍ପୂର୍ଣ୍ଣ ହୋଇ ନାହିଁ । ଗତକାଲି ଲଗାଣ ବର୍ଷା ହେଉଥିଲା ବେଳେ ରାତି ଅନ୍ଧାରରେ ବୁଢା ପୋଲ ଠାରୁ ମଲ୍ଲିକାପୁର ପର୍ଯ୍ୟନ୍ତ ରାସ୍ତାକୁ ପିଚୁ କରାଯାଇଛି । ଏହି ସମୟରେ କୌଣସି ବିଭାଗୀୟ ଅଧିକାରୀ ମଧ୍ୟ କାର୍ଯ୍ୟର ତଦାରଖ କରିବାକୁ ଉପସ୍ଥିତ ନଥିଲେ । ଏହାର ସୁଯୋଗରେ ଠିକାଦାର ଅତ୍ୟନ୍ତ ନିମ୍ନ ମାନର ପିଚୁ କାମ କରିଛନ୍ତି । ରାସ୍ତାରେ କେଉଁଠି ପିଚୁ ପଡ଼ିଛି ତ କେଉଁଠି ପଡ଼ିନାହିଁ । ଯେଉଁଠି ପଡିଛି ସେଠି ସଠିକ ରୋଲିଂ ହୋଇ ନାହିଁ । ଏଭଳି ନିମ୍ନ ମାନର କାର୍ଯ୍ୟକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟକୁ ଅତି ନିମ୍ନମାନର କରି ମୁନାଫା କମାଉଥିବା ଠିକାଦାରଙ୍କୁ କିଏ ସୁରକ୍ଷା ଯୋଗାଉଛି ସେ ନେଇ ଉଚ୍ଚ ଅଧିକାରୀ ତଦନ୍ତ କରିବାକୁ ଦାବି ହେବା ସହିତ ଏହି ବ୍ୟସ୍ତ ବହୁଳ ରାସ୍ତାକୁ ପୁନର୍ବାର ପିଚୁ କରିବାକୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *