Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରାଜ୍ୟରେ ହୁଗୁଳା ଆଇନ ବ୍ୟବସ୍ଥା: ଆଇନଜୀବି ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା

ରାଜ୍ୟରେ ହୁଗୁଳା ଆଇନ ବ୍ୟବସ୍ଥା: ଆଇନଜୀବି ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇ ପଡୁଛି । ସାଧାରଣ ଲୋକ ନିଜ ସୁରକ୍ଷାକୁ ନେଇ ଚିନ୍ତାରେ ପଡିଲେଣି । ଗତ କାଲି ରାତିରେ ବ୍ରହ୍ମପୁରରେ ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା। ନିଜ ଘର ନିକଟରେ ଛିଡା ହୋଇଥିଲା ବେଳେ ତାଙ୍କୁ ଦୁଇଜଣ ଯୁବକ ବାଇକରେ ଆସି ଗୁଳିମାଡ଼ କରିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ବାଇକ ଯୋଗେ ରକ୍ତାକ୍ତ ଅବସ୍ଥାରେ ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ପୀତବାସଙ୍କ ଡାହାଣ ପାଖ ଛାତିରେ ବାଜିଥିଲା। ଶବ ବ୍ୟବଚ୍ଛେଦ ପରେ ତାଙ୍କ ଶରୀରରୁ ଏକ ଗୁଳି ଉଦ୍ଧାର ହୋଇଛି । ସ୍ୱର୍ଗତ ପଣ୍ଡା ବିଜେପିର ଜଣେ ସକ୍ରିୟ ସଦସ୍ୟ ଥିଲେ। ଜଣେ ନିର୍ଭୀକ ଓ ସ୍ପଷ୍ଟବାଦୀ ଆଇନଜୀବି ଓ ରାଜନେତା ଭାବେ ତାଙ୍କର ବେଶ ପରିଚୟ ରହିଥିଲା । ପୂର୍ବରୁ କଂଗ୍ରେସ ଦଳରେ ଥିଲା ବେଳେ ନିର୍ବାଚନ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ।

ପୂର୍ବ ଶତ୍ରୁତା ନା ରାଜନୈତିକ କାରଣରୁ ଏହି ଗୁଳିକାଣ୍ଡ ହୋଇଛି ତାହା ଜଣାପଡ଼ିନାହିଁ। ଖବର ପାଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ବିଧାୟକ ଅନୀଲ କୁମାରଙ୍କ ସମେତ ବରିଷ୍ଠ ବିଜେପି ନେତାମା‌ନେ ମେଡିକାଲରେ ପହଞ୍ଚିଥିଲେ । ସ୍ବର୍ଗତ ପଣ୍ଡା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ଥିଲେ। ଆଜି ତାଙ୍କ ମୃତ ଦେହକୁ ପରିବାରକୁ ହସ୍ତାନ୍ତର କରାଯାଇଛି । ପୋଲିସ ପକ୍ଷରୁ ବ୍ୟାପକ ତଦନ୍ତ ଆରମ୍ଭ ହୋଇଛି ।

Leave a comment

Your email address will not be published. Required fields are marked *