Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାମ ତାଲିକା ପ୍ରକାଶ କଲା ବିଜେପି

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାମ ତାଲିକା ପ୍ରକାଶ କଲା ବିଜେପି

ଓଡ଼ିଶା ଲିଡ୍ସ(ବ୍ୟୁରୋ):ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାମ ଘୋଷଣା ହୋଇଛି । ରାଜ୍ୟ ସଭାପତି ମନମୋହନ ସାମଲ ଆଜି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଘୋଷଣା ହୋଇଥିବା ତାଲିକାରେ ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି। ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ୩ ଜଣ କେନ୍ଦ୍ରମନ୍ତ୍ରୀ, ରାଜ୍ୟ କ୍ୟାବିନେଟର ମନ୍ତ୍ରୀ, ସାଂସଦ ଓ ପୂର୍ବତନ ମନ୍ତ୍ରୀ ମାନେ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିବା କେତେକ ନେତାଙ୍କୁ ମଧ୍ୟ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସାମିଲ କରାଯାଇଛି। ଏହାବାଦ ଦଳର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପ୍ରଭାରୀ, ଜିଲ୍ଲା ସଭାପତି, ରାଜ୍ୟ ପ୍ରବକ୍ତା, ବିଭିନ୍ନ ସେଲର ସଂଯୋଜକମାନେ ଏଥିରେ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ହୋଇଛନ୍ତି।

Leave a comment

Your email address will not be published. Required fields are marked *