orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରାଜ୍ୟ ବିଜେପି କୋର କମିଟି ବୈଠକରେ ଯୋଗ ଦେଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ରାଜ୍ୟ ବିଜେପି କୋର କମିଟି ବୈଠକରେ ଯୋଗ ଦେଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ଠାରୁ ଓଡ଼ିଶା ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ କୋର କମିଟି ବୈଠକରେ ଯୋଗଦାନ କରିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି କୋର କମିଟି ବୈଠକ ଆୟୋଜିତ ହେଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବୈଠକରେ ଯୋଗଦାନ କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବରିଷ୍ଠ ନେତା ବସନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସମ୍ବିତ ପାତ୍ର, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ କୁମାର ମହାନ୍ତି ମଧ୍ୟ ବୈଠକରେ ଯୋଗ ଦେଇଥିବା ଜଣାଯାଇଛି ।

Leave a comment

Your email address will not be published. Required fields are marked *