orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୟୂରଭଞ୍ଜ ଗସ୍ତ କରି ସୁରକ୍ଷା ବ୍ୟବସ୍ଥାର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେପରି କୌଣସି ତ୍ରୁଟି ନ ରହେ, ସେଥିପାଇଁ ଡିଜିପି କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଭିଭିଆଇପି ସୁରକ୍ଷା ପ୍ରୋଟୋକଲ୍‌ର କଡ଼ା ଅନୁପାଳନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗସ୍ତ ସମୟରେ ଡିଜିପି ରାଇରଙ୍ଗପୁରର ସମାବେଶ ସ୍ଥଳ, ହେଲିପ୍ୟାଡ୍‌ ଓ କାରକେଡ୍‌ ରୁଟ୍‌ ପରିଦର୍ଶନ କରିଛନ୍ତି । ଏହା ସହିତ ଭିଡ଼ ନିୟନ୍ତ୍ରଣ ସହ ସାମଗ୍ରିକ ସୁରକ୍ଷା ପରିଚାଳନାକୁ ସୁଦୃଢ଼ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ରାଷ୍ଟ୍ରପତିଙ୍କ ରହଣି ସ୍ଥାନ ଓ ପୈତୃକ ଗ୍ରାମର ସୁରକ୍ଷା ବ୍ୟବସ୍ଥା ନେଇ ମଧ୍ୟ ଡିଜିପି ଆଲୋଚନା କରିଛନ୍ତି। ଗସ୍ତ ସମୟରେ ଜନସାଧାରଣଙ୍କ ସୁବିଧା ପାଇଁ ସୁବ୍ୟବସ୍ଥିତ ଟ୍ରାଫିକ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେବା ସହିତ ସମଗ୍ର ଜିଲ୍ଲାରେ ପାଟ୍ରୋଲିଂ ବୃଦ୍ଧି ଓ ସନ୍ଦେହଜନକ ଗତିବିଧି ଉପରେ ନଜର ରଖିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।

Leave a comment

Your email address will not be published. Required fields are marked *