orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ରୋଗୀଙ୍କ ଜୀବନ ସହିତ ଖେଳ ଖେଳୁଛି ଯାଜପୁରର ଘରୋଇ ଚିକିତ୍ସାଳୟ ଜୀବନ ଜ୍ୟୋତି: କାହା ଚାପରେ ପ୍ରଶାସନ ନିରବ

ରୋଗୀଙ୍କ ଜୀବନ ସହିତ ଖେଳ ଖେଳୁଛି ଯାଜପୁରର ଘରୋଇ ଚିକିତ୍ସାଳୟ ଜୀବନ ଜ୍ୟୋତି: କାହା ଚାପରେ ପ୍ରଶାସନ ନିରବ

ଓଡ଼ିଶା ଲିଡ୍ସ(ଯାଜପୁର): ଘରୋଇ ଚିକିତ୍ସାଳୟରେ ରୋଗୀ ଶୋଷଣ ସାଧାରଣ କଥା ହୋଇଥିଲା ବେଳେ ଯାଜପୁର ଟାଉନରେ ଘରୋଇ ଚିକିତ୍ସାଳୟ ରୋଗୀଙ୍କ ଜୀବନ ନେଉଛି । ଯାଜପୁର ଟାଉନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କଡ଼ରେ ଥିବା ଜୀବନ ଜ୍ୟୋତି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଦୁଇଜଣ ପ୍ରସୂତି ଗୋଟିଏ ସପ୍ତାହ ମଧ୍ୟରେ ମୃତ୍ୟୁ ମୁଖରେ ପଡିଛନ୍ତି । ଫଳରେ ଦୁଇ ନବ ଜାତକ ମା ଠାରୁ ଅମୃତ ତୁଲ୍ୟ କ୍ଷୀର ମୁନ୍ଦିଏରୁ ବଞ୍ଚିତ ହୋଇଛନ୍ତି ।

ଏହି ଘରେଇ ମେଡିକାଲରେ ଗତ ବୁଧବାର ଦିନ ଦୁଇଟି ଅସ୍ତ୍ରୋପଚାର ହୋଇଥିଲା । ଦୁଇଜଣ ପ୍ରସୂତି ହେଲେ ସସ୍ମିତା ଜେନା ଓ ସୁଭଦ୍ରା ପାତ୍ର । ଏହି ୨ଜଣ ପ୍ରସୂତିଙ୍କୁ ଯାଜପୁର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟର ପ୍ରସୂତି ଭିଭାଗର ଡାକ୍ତର ଶାନ୍ତିପ୍ରିୟା ମୁର୍ମୁ ଚିକିତ୍ସା କରୁଥିଲେ । ଡାକ୍ତର ମୁର୍ମୁ ସରକାରୀ ଚିକିତ୍ସାଲୟରେ ପ୍ରସୂତି ନ କରାଇ ବେସରକାରୀ ଘରୋଇ ମେଡିକାଲରେ ପ୍ରସୂତି କରାଇବାକୁ ପ୍ରବର୍ତ୍ତାଇ ଏହି ମେଡିକାଲକୁ ପଠାଇ ଥିଲେ । ନିଜେ ମଧ୍ୟ ଜଣଙ୍କର ଅସ୍ତ୍ରୋପଚାର କରି ଦୁଇ ଜଣଙ୍କର ଦୁଇଟି ପୁଅ ଜନ୍ମ କରିଥିଲେ ।

ଅପରେସନ ଟେବୁଲରେ ସସ୍ମିତା ଜେନାଙ୍କର ମୃତ୍ୟୁ ଘଟିଥିବା ବେଳେ ସୁଭଦ୍ରା ପାତ୍ରଙ୍କର ଅବସ୍ଥା ଜଟିଳ ଥିବାରୁ କଟକ ପଠାଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ସୁଭଦ୍ରାଙ୍କର ମୃତ୍ୟୁ ଘଟିଥିଲା। ଆଜି ପରିବାର ଓ ଗ୍ରାମବାସୀମାନେ ମୃତ ସୁଭଦ୍ରାଙ୍କର ମୃତ ଶରୀର ଆଣି ଉକ୍ତ ମେଡିକାଲ ସମ୍ମୁଖରେ ରଖି ଧାରଣା ଦେଇ ନ୍ୟୟ ଭିକ୍ଷା କରିଛନ୍ତି। ମୃତ ପ୍ରସୂତୀଙ୍କ ଘର ଖଣ୍ଡରା ବୋଲି ସୂଚନା ମିଳିଛି। ଯାଜପୁର ଟାଉନର ବିଭିନ୍ନ ଘରୋଇ ଚିକିତ୍ସାଳୟରେ ବାରମ୍ବାର ଏହି ଘଟଣା ଚପି ଯାଉଛି । ପ୍ରଶାସନ ନା ଘରୋଇ ଚିକିତ୍ସାଳୟ ବିରୁଦ୍ଧରେ ପଦକ୍ଷେପ ନେଉଛନ୍ତି ନା ସମ୍ପୃକ୍ତ ଡାକ୍ତରଙ୍କ ବିରୁଦ୍ଧରେ ପଦକ୍ଷେପ ନେଉଛନ୍ତି । କେତେ ନିରହ ଲୋକଙ୍କ ଜୀବନ ଗଲେ ପ୍ରଶାସନ ଚେତିବ ତାକୁ ଜିଲ୍ଲାବାସୀ ଅପେକ୍ଷା କରିଛନ୍ତି ।

Leave a comment

Your email address will not be published. Required fields are marked *