orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > କ୍ରୀଡା > ଶତକ କରି ଧୋନିଙ୍କ ରେକର୍ଡ଼ ଭାଙ୍ଗିଲେ ପନ୍ତ

ଶତକ କରି ଧୋନିଙ୍କ ରେକର୍ଡ଼ ଭାଙ୍ଗିଲେ ପନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇଂଲଣ୍ଡ ବିପକ୍ଷରେ ଜବରଦସ୍ତ ଶତକ ହାସଲ କରିଛନ୍ତି ଋଷଭ ପନ୍ତ । ଏହି ଶତକ ସହିତ ସେ ମହାନ ଖେଳାଳି ଧୋନିଙ୍କ ରେକର୍ଡ଼ ଭାଙ୍ଗିଛନ୍ତି । ୧୪୬ଟି ବଲରୁ ୧୦ଟି ଚୌକା ଓ ୪ ଛକା ସହାୟତାରେ ଶତକ ହାସଲ କରିଥିଲେ ଋଷଭ ପନ୍ତ ।

ଏହା ତାଙ୍କ କ୍ୟାରିଅରର ସପ୍ତମ ଶତକ । ଏହି ଶତକ କରି ଭାରତୀୟ ୱିକେଟ କିପର ଭାବେ ଟେଷ୍ଟରେ ସର୍ବାଧିକ ଶତକ ହାସଲ କରିଛନ୍ତି । ପୂର୍ବରୁ ଧୋନି ୬ଟି ଶତକ ହାସଲ କରିଥିଲେ । ପନ୍ତ ୧୭୮ ବଲ୍‌ ଖେଳି ୧୩୪ ରନ୍‌ କରି ଆଉଟ ହୋଇଥିଲେ ।

ଅନ୍ୟପକ୍ଷରେ ଶୁଭମନ ଗିଲ୍‌ ଇଂଲଣ୍ଡ ବିପକ୍ଷ ସିରିଜର ଅଧିନାୟକ ଭାବେ ପ୍ରଥମ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି । ଅଧିନାୟକ ଭାବରେ ତାଙ୍କର ଡେବ୍ୟୁ ଟେଷ୍ଟ ଇନିଂସ୍‌ରେ ଶତକ ହାସଲ କରିବାରେ ସେ ଚତୁର୍ଥ ଭାରତୀୟ ଖେଳାଳି ହୋଇଛନ୍ତି। ତାଙ୍କ ପୂର୍ବରୁ ବିଜୟ ହଜାରେ, ସୁନୀଲ ଗଭାସ୍କର ଓ ବିରାଟ କୋହଲି ଏହି ରେକର୍ଡ ସ୍ଥାପନ କରିଥିଲେ । ସେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟରେ ଅଧିନାୟକ ଭାବରେ ତାଙ୍କର ପ୍ରଥମ ମ୍ୟାଚ୍ ଖେଳୁଛନ୍ତି ।

ସେପଟେ ଶୁଭମନ ଗିଲ୍‌ ଟେଷ୍ଟ କ୍ରିକେଟରେ ପ୍ରଥମ ଥର ପାଇଁ ୪ ନମ୍ବରରେ ବ୍ୟାଟିଂ କରୁଛନ୍ତି । ପୂର୍ବରୁ ଏହି ସ୍ଥାନରେ ବିରାଟ କୋହିଲି ବ୍ୟାଟିଂ କରୁଥିଲେ । ଇଂଲଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶୁଭମନ ଗିଲ ତାଙ୍କ ୩୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ କ୍ୟାରିୟରରେ ୧୮୯୩ ରନ୍ କରିଥିଲେ। ଏବେ ଇଂଲଣ୍ଡ ବିପକ୍ଷରେ ୧୦୭ ରନ୍ କରିବା ପରେ ଟେଷ୍ଟ ଫର୍ମାଟରେ ୨୦୦୦ ରନ୍ ପୂରଣ କରିଛନ୍ତି । କ୍ୟାରିଅରର ୬୦ ତମ ଇନିଂସରେ ସେ ଏହି ଲକ୍ଷ ହାସଲ କରିଛନ୍ତି ।

Leave a comment

Your email address will not be published. Required fields are marked *