orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ଶିକ୍ଷା ପରେ କ୍ରୀଡ଼ାରେ କଳଙ୍କ:

ଶିକ୍ଷା ପରେ କ୍ରୀଡ଼ାରେ କଳଙ୍କ:

ଯାଜପୁରରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ ଗଣ ଦୁଷ୍କର୍ମ, ହକି ପ୍ରଶିକ୍ଷକଙ୍କ ସମେତ ୩ ଅଟକ

ଓଡ଼ିଶା ଲିଡ୍ସ(ଯାଜପୁର): ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମଦାହ ଘଟଣା ଶିକ୍ଷାରେ କଳଙ୍କ ବୋଳିଥିଲା ବେଳେ ଆଜି ଯାଜପୁର ସ୍ଥିତ ହକି ପ୍ରଶିକ୍ଷଣ ଶିବିରର ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଇ ହକି ପ୍ରଶିକ୍ଷକଙ୍କ ସମେତ ଅନ୍ୟ ଜଣେ ଗଣ ଦୁଷ୍କର୍ମ କରିବା ରାଜ୍ୟ କ୍ରୀଡ଼ାରେ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି । ଏହି ଖବର ପ୍ରକାଶ ହେବା ପରେ ତମାମ ଜିଲ୍ଲାରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ରାଜ୍ୟରେ ମହିଳା ଓ ନାବାଳିକା କେତେ ଅସୁରକ୍ଷିତ ତାହା ପୁଣି ଏହି ଘଟଣା ପ୍ରମାଣିତ କରିଛି । ରାଜ୍ୟରେ ଦୈନିକ ଦୁଷ୍କର୍ମ, ଗଣଦୁଷ୍କର୍ମ, ହତ୍ୟା ଓ ନିର୍ଯାତନା ବଢି ଚାଲିଛି । ଯାହା ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇଦେଇଛି ।

ଠିକ ଏହି ସମୟରେ ସଂସ୍କୃତି ସମ୍ପନ୍ନ ଯାଜପୁର ସ୍ଥିତ ହକି ପଶିକ୍ଷଣ ଶିବିରର ଜଣେ ଶିକ୍ଷାର୍ଥୀଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଶିକ୍ଷାର୍ଥୀ ଜଣକ ଜଣେ ନାବାଳିକା ବୋଲି ଜଣା ଯାଇଛି । ଗତ ୩ ତାରିଖରେ ଏହି ଘଟଣା ଘଟିଛି । ଯାଜପୁର ହକି ପ୍ରଶିକ୍ଷଣ କେନ୍ଦ୍ରକୁ ଆସୁଥିବା ଏହି ଛାତ୍ରୀଙ୍କୁ ଦୁଇ ଜଣ ପ୍ରଶିକ୍ଷକ ଓ ତାଙ୍କ ସହଯୋଗୀ ଉଠାଇ ନେଇ ଏକ ଲଜରେ ଦୁଷ୍କର୍ମ କରିଥିବା ଭଳି ଏକ ସାଂଘାତିକ ଅଭିଯୋଗ ପୀଡ଼ିତାଙ୍କ ମାଆ ଯାଜପୁର ଥାନାରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ, ପୀଡ଼ିତା ଜଣଙ୍କ ସନ୍ଧ୍ୟା ସମୟରେ ହକୀ ପ୍ରଶିକ୍ଷଣ କେନ୍ଦ୍ରରୁ ଘରକୁ ଫେରୁଥିବା ସମୟରେ ତାଙ୍କୁ ରାସ୍ତାରେ ଅଟକାଇ ଦୁଇ ଜଣ ପ୍ରଶିକ୍ଷକ ତାଙ୍କ ସାଙ୍ଗରେ ଯିବାକୁ ବାଧ୍ୟ କରିଥିଲେ। ପୀଡ଼ିତା ତାଙ୍କ ସାଇକେଲ ଜଣଙ୍କ ଘରେ ରଖି ପ୍ରଶିକ୍ଷକଙ୍କ ସହ ଯାଇଥିଲେ। ଉଭୟ ତାଙ୍କୁ ଏକ ଲଜକୁ ନେଇଥିଲେ । ସେଠାରେ ଆଉ ଜଣେ ସହଯୋଗୀଙ୍କ ସହ ମିଶି ତାଙ୍କୁ ଗଣଦୁଷ୍କର୍ମ କରିଥିଲେ । ଘଟଣା ବିଷୟରେ ପୀଡିତା କ୍ରୀଡା ବିଭାଗକୁ ଗତ ୧୭ ତାରିଖରେ ଜଣାଇବା ପରେ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇନଥିବା ଅଭିଯୋଗ ହୋଇଛି । ଫଳରେ ବାଧ୍ୟ ହୋଇ ଆଜି ଯାଜପୁର ଥାନାରେ ପୀଡ଼ିତାଙ୍କ ମାଆ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଯାଜପୁର ପୋଲିସ ଦୁଇ ଜଣ ପ୍ରଶିକ୍ଷକଙ୍କ ସମେତ ୩ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି। ସେପଟେ ପୀଡ଼ିତାର ବୟାନ ରେକର୍ଡ ଲାଗି ତାଙ୍କୁ କୋର୍ଟକୁ ପଠାଇଛି।

Leave a comment

Your email address will not be published. Required fields are marked *