orissaleads

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ଜିଲ୍ଲା > ଯାଜପୁର > ଶିବରାତ୍ରୀରେ ଉତ୍ସବ ମୁଖର ଯାଜପୁର…..

ଶିବରାତ୍ରୀରେ ଉତ୍ସବ ମୁଖର ଯାଜପୁର…..

ସବୁ ମନ୍ଦିରରେ ଭକ୍ତିମୟ ପରିବେଶ, ବାବାଙ୍କୁ ଦର୍ଶନ କରି ଶୁଭ ମନାଶୁଛନ୍ତି ଶ୍ରଦ୍ଧାଳୁ

ଯାଜପୁର,୨୬।୨(ଓଏଲ): ଆଜି ପବିତ୍ର ମହା ଶିବରାତ୍ରୀ । ଆଜିର ଏହି ଦିନକୁ ଶୈବ ଭକ୍ତମାନେ ଅପେକ୍ଷା କରିଥାଆନ୍ତି । ଆଜି ଏହି ପବିତ୍ର ଦିନରେ ଯାଜପୁର ଜିଲ୍ଲା ଉତ୍ସବ ମୁଖର ହେବା ସହିତ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । କେବଳ ପ୍ରସିଦ୍ଧ ଶୈବ ପୀଠ ନୁହେଁ ସମସ୍ତ ଶୈବ ପୀଠ ଗୁଡିକରେ ବଡ଼ି ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ସାଜସଜ୍ଜା ମଧ୍ୟ କରାଯାଇଥିଲା । ଭକ୍ତ ମାନେ ଧାଡିରେ ଆସି ଦର୍ଶନ କରିବା ସହିତ ପୂଜାପାଠ କରି ନିଜ ତଥା ନିଜ ପରିବାର ପାଇଁ ଶୁଭ ମନାସିଥିଲେ । ଆଇନ ଶୃଂଖଳା କୁ ଦୃଷ୍ଟିରେ ରଖି ବିଭିନ୍ନ ମନ୍ଦିରରେ ବ୍ୟାପକ ପୋଲିସ ମୁତୟନ ହୋଇଥିଲେ । ଡେରି ରାତିରେ ମହାଦୀପ ଉଠିବାକୁ ବ୍ୟବସ୍ଥା ହୋଇଥିଲା ବେଳେ ସେଥିପାଇଁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଚାଲିଛି ମନ୍ଦିର କମିଟି ଗୁଡିକ ପକ୍ଷରୁ ।

Leave a comment

Your email address will not be published. Required fields are marked *