Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ସଂଗଠନ ମଜବୁତ କରୁଛନ୍ତି ଡ୍ୟାନି:ସୁକିନ୍ଦା ବିଜେଡିର ବନ୍ଧୁ ମିଳନ ଓ ଯୁବ ଜାଗରଣ ସମ୍ମିଳନୀ

ସଂଗଠନ ମଜବୁତ କରୁଛନ୍ତି ଡ୍ୟାନି:ସୁକିନ୍ଦା ବିଜେଡିର ବନ୍ଧୁ ମିଳନ ଓ ଯୁବ ଜାଗରଣ ସମ୍ମିଳନୀ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦାରେ ବିଜେଡି ସଂଗଠନକୁ ମଜବୁତ କରୁଛନ୍ତି ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଖଣି ଅଞ୍ଚଳର ୭ଟି ପଞ୍ଚାୟତକୁ ନେଇ ଚିଙ୍ଗୁଡ଼ିପାଳ ରଗଦା ଡ୍ୟାମ୍ ଠାରେ ବିଜୁ ଜନତା ଦଳ ପକ୍ଷରୁ ଏକ ବନ୍ଧୁ ମିଳନ ଓ ଯୁବ ଜାଗରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ ଯୋଗଦେଇ ଯୁବ ସାଥୀମାନଙ୍କୁ ସମ୍ବୋଧନ କରି ଦଳର ନୀତି ଓ ଆଦର୍ଶ ବିଷୟରେ ମାର୍ଗଦର୍ଶନ ଦେଇଥିଲେ। ବିଜେପି ସରକାର ସମୟରେ ସୁକିନ୍ଦାର ବିକାଶରେ ତାଲା ଲାଗି ଯାଇଥିବା କହି କ୍ଷୋଭ ପ୍ରକାଶ କରିଥିଲେ । ସୁକିନ୍ଦା ବିକାଶରେ ଯୁବକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ଯୁବ ଶକ୍ତି ଏକ ହେଲେ ସୁକିନ୍ଦାର ବିକାଶ ସମ୍ଭବ ବୋଲି କହି ଯୁବକମାନେ ଏକତ୍ରିତ ହୋଇ ସୁକିନ୍ଦା ମାଟି ପାଇଁ ଲଢେଇ କରିବାକୁ ସେ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସୁକିନ୍ଦା ବ୍ଲକ ବିଜେଡି ସଭାପତି ବିବେକାନନ୍ଦ ବୋଷ, ବ୍ଲକ ଅଧ୍ୟକ୍ଷ ଦିବ୍ୟରଞ୍ଜନ ବରାଳ, ରାଜ୍ୟ ଯୁବ ବିଜେଡି ଉପସଭାପତି ଦେବୀ ପ୍ରସାଦ ମହାନ୍ତି ପ୍ରମୁଖ ମଞ୍ଚାସିନ ଥିଲେ ।

Leave a comment

Your email address will not be published. Required fields are marked *