Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି

ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି

ଓଡ଼ିଶା ଲିଡ୍ସ(ଯାଜପୁର): ନିକଟରେ ସରକାର ସାରା ରାଜ୍ୟରେ ଘୁଟକା ଓ ପାନ ମସଲା ବ୍ୟାନ କରିଥିଲେ । ପରେ ଏଥିରେ ପରିବର୍ତ୍ତନ କରି ପାନ ମସଲା ବିକ୍ରି ହୋଇ ପାରିବ ବୋଲି ଘୋଷଣା କଲେ । ହେଲେ ଯିଏ ଘୁଟକା ବିକ୍ରି କରିବ ଓ ଖାଇବ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତାଗିଦ କଲେ । ହେଲେ ସରକାରଙ୍କ ଏହି ଘୋଷଣା ପ୍ରହସନରେ ପରିଣତ ହୋଇଛି । ସରକାରଙ୍କ ତାଗିଦ ପରେ ଘୁଟକା ବିକ୍ରି ତ ବନ୍ଦ ହେଲା ନାହିଁ ବରଂ ଏହାର ମୂଲ୍ୟ ବୃଦ୍ଧି ହେଲା । ସମସ୍ତ ଦୋକାନରେ ଏବେ ଘୁଟକା ଖୋଲା ମେଲାରେ ବିକ୍ରି ହେଉଥିଲା ବେଳେ ଯେଉଁ ଘୁଟକାର ମୂଲ୍ୟ ୫ ଟଙ୍କା ଥିଲା ତାହା ଏବେ ୭ରୁ ୮ ଟଙ୍କାରେ ବିକ୍ରି ହେଉଛି । ଅସାଧୁ ବ୍ୟବସାୟୀ ଘୁଟକା ବନ୍ଦକୁ ଆଳ କରି ଏହାକୁ ଚଢା ମୂଲ୍ୟରେ ବିକ୍ରି କରୁଛନ୍ତି । କୌଣସି ସରକାରୀ ଅଧିକାରୀ କିମ୍ବା ପୋଲିସ ଆଉ କୌଣସି ଦୋକାନରେ ଚଢ଼ାଉ କରିବାର ଦେଖିବାକୁ ମିଳୁନାହିଁ । ସ୍ଥିତି ଯଥା ପୂର୍ବ ତଥା ପର ହୋଇ ଯାଇଛି । କିଛି ବ୍ୟକ୍ତି ଏ ନେଇ ମତ ଦେଇ କହିଛନ୍ତି ସରକାର ଘୁଟକା ବନ୍ଦ ନାମରେ କେବଳ ପ୍ରହସନ କରୁଛନ୍ତି । ଯାହା ଅସାଧୁ ବ୍ୟବସାୟୀଙ୍କୁ ଲାଭ ପହଞ୍ଚାଇଛି ।

Leave a comment

Your email address will not be published. Required fields are marked *