Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ସରପଞ୍ଚ ଚାମେଲି ଓଝାଙ୍କୁ ଆଶ୍ୱସ୍ତି: ଅନାସ୍ଥା ପ୍ରସ୍ତାବକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

ସରପଞ୍ଚ ଚାମେଲି ଓଝାଙ୍କୁ ଆଶ୍ୱସ୍ତି: ଅନାସ୍ଥା ପ୍ରସ୍ତାବକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ଉଚ୍ଚ ନ୍ୟାୟାଳୟ ମତ ଦେଇଛନ୍ତି । ତାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବକୁ ଉଚ୍ଚ ନ୍ୟାୟାଳୟ ଅସିଦ୍ଧ ଘୋଷଣା କରିଛନ୍ତି ।ଗ୍ରାମପଞ୍ଚାୟତ ଆଇନକୁ ସଠିକ ଢଙ୍ଗରେ କାର୍ଯ୍ୟକାରୀ କରାଯାଇନଥିବା କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ତିଖିରି ପଞ୍ଚାୟତରେ ମୋଟ୍ ୨୨ ଜଣ ୱାର୍ଡ ମେମ୍ବର ଅଛନ୍ତି । ସେଥି ମଧ୍ୟରୁ ୨୧ ଜଣ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରିଛନ୍ତି । ଏହାପରେ ଜୁଲାଇ ୨୭ ତାରିଖରେ ଅନାସ୍ଥା ଭୋଟିଂ ପାଇଁ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଧାର୍ଯ୍ୟ କରାଯାଇଥିଲା । ଅଗଷ୍ଟ ୧୩ ତାରିଖରେ ଅନାସ୍ଥା ଭୋଟିଂ ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା । ଏହାକୁ ଚ୍ୟାଲେଞ୍ଜ କରି ସରପଞ୍ଚ ଚାମେଲୀ ଓଝା ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଇନ ଅନୁଯାୟୀ ଅନାସ୍ଥା ପୂର୍ବରୁ ଅନାସ୍ଥା ନୋଟିସ୍, ରିଜୁଲେସନ ଓ ରିକୁଜେଶନ କପି ସରପଞ୍ଚଙ୍କୁ ଦେବା କଥା । ଏହା ୧୫ ଦିନର ସମୟ ବ୍ୟବଧାନ ମଧ୍ୟରେ ଦେବାର ନିୟମ ରହିଛି । ଅନାସ୍ଥା ଭୋଟିଂ ପାଇଁ ଏହି ସମୟ ଭିତରେ ସରପଞ୍ଚ ନିଜକୁ ପ୍ରସ୍ତୁତ କରିବା ଲାଗି ପ୍ରାବଧାନ ରହିଛି । ସେସବୁର ବ୍ୟତିକ୍ରମ ହୋଇଥିବାର ଅଭିଯୋଗ କରି ଚାମେଲି ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Leave a comment

Your email address will not be published. Required fields are marked *