Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ସର୍ବ କନିଷ୍ଠ ଅଙ୍ଗ ଦାତା ଜନ୍ମେଶ,ଅଙ୍ଗଦାନ କରି ଦୁଇ ଜଣଙ୍କୁ ଦେଲେ ନୂଆ ଜୀବନ

ସର୍ବ କନିଷ୍ଠ ଅଙ୍ଗ ଦାତା ଜନ୍ମେଶ,ଅଙ୍ଗଦାନ କରି ଦୁଇ ଜଣଙ୍କୁ ଦେଲେ ନୂଆ ଜୀବନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମା କୋଳରେ ଖେଳିବା ସମୟରେ ମୃତ୍ୟୁ ତା କୋଳକୁ ନେଇଗଲା ଶିଶୁ ଜନ୍ମେଶକୁ । ଜୀବନ କ’ଣ ଜାଣିବା ପୂର୍ବରୁ ଚାଲିଗଲା ଜୀବନ । ମାତ୍ର ପରିବାର ଲୋକେ ଜନ୍ମେଶକୁ ହରାଇବାର ଦୁଃଖ ଭିତରେ ନେଲେ ଆଉ ଏକ କଠିନ ନିଷ୍ପତ୍ତି । ଯାହା ନିରୀହ ନିଷ୍ପାପ ଶିଶୁ ଜନ୍ମେଶକୁ ବହୁତ ଉଚ୍ଚକୁ ନେଇଗଲା । ଜନ୍ମେଶର କିଡ୍‌ନି ଓ ଲିଭର ଦାନ କରି ୧୬ ମାସର ଶିଶୁ ଜନ୍ମେଶକୁ ଅମର କରିଦେଲେ ବାପା ଆଉ ମା। ଚିର ଦିନ ପାଇଁ ଆଖି ବୁଜିଲେ ବି ନିଜର ସତ୍ତା କିନ୍ତୁ ଛାଡି ଦେଇ ଦୁଇ ଜଣ ନିଷ୍ପାପ ଶିଶୁଙ୍କୁ ବଞ୍ଚାଇ ଦେଇଛନ୍ତି । ଗତ ମାସ ୧୨ ତାରିଖରେ ଶ୍ବାସକ୍ରିୟା ଜନିତ ରୋଗରେ ପୀଡିତ ହୋଇ ଏମ୍ସ ଭୁବନେଶ୍ୱରର ଶିଶୁ ରୋଗ ବିଭାଗରେ ଭର୍ତ୍ତି ହୋଇଥିଲେ ଜନ୍ମେଶ। ଡାକ୍ତରଙ୍କ ତତ୍ୱାବଧାନରେ ଥିଲା ବେଳେ ସିପିଆର ଦିଆଯିବା‌ ପରେ ଦୁଇ ସପ୍ତାହ ଧରି ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ସବୁ ଚେଷ୍ଟା ସତ୍ତ୍ବେ ଗତ ୧ ତାରିଖରେ ତାଙ୍କୁ ବ୍ରେନ୍‌ ଡେଡ ଘୋଷଣା କରିଥିଲେ ଡାକ୍ତର। ଏଭଳି କଠିନ ସମୟରେ ଡାକ୍ତରୀ ଦଳ ନିକଟରୁ ଅଙ୍ଗଦାନ ବିଷୟରେ ପରାମର୍ଶ ପାଇଥିଲେ ପିତା ମାତା । ପରିବାର ଲୋକଙ୍କ ସହିତ ବିଚାର ବିମର୍ଶ ପରେ ଶୋକାକୁଳ ପିତାମାତା ଏଥି ପାଇଁ ସମ୍ମତି ପ୍ରଦାନ ବି କରିଥିଲେ।
ଏକ ବହୁମୁଖୀ ଡାକ୍ତରୀ ଦଳ ଦ୍ବାରା ଜନ୍ମେଷଙ୍କ ଅଙ୍ଗ ପୁନରୁଦ୍ଧାର ପରେ ତାକୁ ପ୍ରତିରୋପଣ କରାଯାଇଥିଲା। ଡାକ୍ତର ବ୍ରହ୍ମଦତ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ଗ୍ୟାଷ୍ଟ୍ରୋ ସର୍ଜରି ଦଳ ଦ୍ୱାରା ଲିଭରକୁ ସଫଳତାର ସହିତ ଉଦ୍ଧାର କରାଯାଇ ଗ୍ରିନ୍‌ କରିଡରରେ ନୂଆଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର୍‌ ଆଣ୍ଡ୍ ବିଲିଆରି ସାଇନ୍ସେସ୍ କୁ ପଠାଯାଇଛି। ଅନୁରୂପ ଭାବେ ୟୁରୋଲୋଜି ବିଭାଗର ମୁଖ୍ୟ ଡାକ୍ତର ପ୍ରଶାନ୍ତ ନାୟକଙ୍କ ନେତୃତ୍ୱରେ ଜନ୍ମେଶଙ୍କ ଦୁଇ କିଡ୍‌ନିକୁ ପୁନରୁଦ୍ଧାର କରାଯାଇ ଏମ୍‌ସ ଭୁବନେଶ୍ୱରର ଜଣେ କିଶୋର ରୋଗୀଙ୍କ ଶରୀରରେ ପ୍ରତିରୋପଣ କରାଯାଇଛି।

ଏମ୍‌ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ ଡାକ୍ତରୀ ଦଳକୁ ପ୍ରଶଂସା କରିବା ସହିତ ଜନ୍ମେଶଙ୍କ ପିତାମାତାଙ୍କ ଅସାଧାରଣ ଉଦାରତା ପାଇଁ ଗଭୀର କୃତଜ୍ଞତା ଜଣାଇଛନ୍ତି। ଗତକାଲି ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଜନ୍ମେଶଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅନ୍ତିମ ସଂସ୍କାର ସମୟରେ ଖଣ୍ଡିଗିରି ଶ୍ମଶାନରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ସୂଚନାଯୋଗ୍ୟ, ଜନ୍ମେଶଙ୍କ ପିତା ଅଶୋକ ଲେଙ୍କା ଏମ୍ସ ଭୁବନେଶ୍ୱରରେ ହଷ୍ଟେଲ ୱାର୍ଡେନ ଭାବରେ କାର୍ଯ୍ୟରତ।

Leave a comment

Your email address will not be published. Required fields are marked *