orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ସାଧାରଣରେ ଚିନ୍ତା ବଢ଼ାଇଲା ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ, ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ସାଧାରଣରେ ଚିନ୍ତା ବଢ଼ାଇଲା ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ, ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ଓଡ଼ିଶା ଲିଡ୍ସ(ଯାଜପୁର):ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ ହେବା ଜଣା ପଡିବା ପରେ ଏହାକୁ ନେଇ ସାଧାରଣରେ ଚିନ୍ତା ପ୍ରକାଶ ପାଇଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ ନ କରିବାକୁ ଜିଲ୍ଲା ପ୍ରଶାସନ ବାରଣ କରିଛି । ଯାଜପୁର ଜିଲ୍ଲାରେ ଡାଇରିଆରେ ୭ ଶହ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣଙ୍କଠାରେ କଲେରା ଜୀବାଣୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ଘରର ଗରମ ଖାଦ୍ୟ ଖାଇବାକୁ ପରାମର୍ଶ ଦିଆଯାଇଛି । ଫୁଟା ଏବଂ ଫିଲଟର୍ କରାଯାଇଥିବା ପାଣି ପିଇବାକୁ ବି ପରାମର୍ଶ ଦିଆଯାଇ ।

ଏବେ ବି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁନାହିଁ। ଏହାକୁ ଦୃଷ୍ଟିରେ ଯାଜପୁର ଜିଲ୍ଲାପାଳ ପି. ଅନ୍ବେଷା ରେଡ୍ଡୀ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ରଜଛୁଟିକୁ ମଧ୍ୟ ବାତିଲ କରି ଦେଇଛନ୍ତି। ଜୁନ ୧୪ରୁ ୧୬ ତାରିଖ ଯାଏଁ ରଜ ଛୁଟି ହେବାକୁ ଥିଲା ବେଳେ ଏହି ଛୁଟିକୁ ବାତିଲ କରାଯାଇଛି। ଛୁଟିଦିନରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ ବୋଲି ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

ଧର୍ମଶାଳା, ବ୍ୟାସନଗର, ଦାନଗଦୀ, ସୁକିନ୍ଦା, କୋରେଇ, ରସୁଲପୁର, ଦଶରଥପୁର ବ୍ଲକ୍‌ ସମେତ ଅନ୍ୟ ଅଞ୍ଚଳକୁ ଡାଇରିଆ ବ୍ୟାପିଛି। ଏବେ ସୁଦ୍ଧା ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଯଯାତି କେଶରୀ ମେଡିକାଲ କଲେଜ ହସ୍ପିଟାଲ ସମେତ ଜିଲ୍ଲାର ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨୨୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳ ପି. ଅନ୍ବେଷା ରେଡ୍ଡୀ ଆଭାସୀ ମାଧ୍ୟମରେ ପ୍ରତ୍ୟେକ ଗାଁରେ ଜଳଉତ୍ସ ସଫା କରିବା ସହ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୪ ରୁ ୫ଟି ପଞ୍ଚାୟତରେ ଜଣେ ଲେଖାଏଁ ନୋଡାଲ୍‌ ଅଫିସର ନିୟୋଜିତ ରହି ଏହି କାର୍ଯ୍ୟକୁ ତଦାରଖ କରିବେ। ଭ୍ରାମ୍ୟମାଣ ସ୍ବାସ୍ଥ୍ୟଟିମ୍‌ ସମ୍ବେଦନଶୀଳ ଅଞ୍ଚଳରେ ପହଞ୍ଚି ଚିକିତ୍ସା ସୁବିଧା ମଧ୍ୟ ଯୋଗାଇ ଦେବେ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ୨୪ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲା ରହିଥିବା ସୂଚନା ଦିଆଯାଇଛି। ଯାଜପୁର ଟାଉନ, ବ୍ୟାସନଗର ପୌରାଞ୍ଚଳରେ ଥିବା ହୋଟେଲ ଓ ମିଷ୍ଟାନ୍ନ ଭଣ୍ଡାର ଗୁଡ଼ିକର ବ୍ୟାପକ ଯାଞ୍ଚ କରାଯାଉଛି। ବାସିଖାଦ୍ୟ ବିକୁଥିବା କିଛି ହୋଟେଲକୁ ସିଲ୍‌ କରା ଯାଇଛି।

Leave a comment

Your email address will not be published. Required fields are marked *