Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସାମାଜିକ କର୍ମୀ ବିଶ୍ୱନାଥ ପାତ୍ରଙ୍କ ନାମରେ ସଙ୍ଗିନ ଅଭିଯୋଗ, ଦ୍ଵିତୀୟ ବିବାହ ସହିତ ଝିଅକୁ ନିର୍ଯ୍ୟାତନା, ସୁକିନ୍ଦା ଥାନାରେ ଅଭିଯୋଗ କଲେ ପ୍ରଥମ ପତ୍ନୀ

ସାମାଜିକ କର୍ମୀ ବିଶ୍ୱନାଥ ପାତ୍ରଙ୍କ ନାମରେ ସଙ୍ଗିନ ଅଭିଯୋଗ, ଦ୍ଵିତୀୟ ବିବାହ ସହିତ ଝିଅକୁ ନିର୍ଯ୍ୟାତନା, ସୁକିନ୍ଦା ଥାନାରେ ଅଭିଯୋଗ କଲେ ପ୍ରଥମ ପତ୍ନୀ

ଓଡ଼ିଶା ଲିଡ୍ସ(ଯାଜପୁର): ନିଜକୁ ସାମାଜିକ କର୍ମୀ ଓ ସାମ୍ବାଦିକ କହି ସାମାଜିକ ଗଣ ମାଧ୍ୟମରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଧମକ ଚମକ ଦେଉଥିବା ବିଶ୍ଵନାଥ ପାତ୍ରଙ୍କ ବିରୁଦ୍ଧରେ ତାଙ୍କ ପ୍ରଥମ ପତ୍ନୀ ସୁକିନ୍ଦା ଠାନାରେ ଲିଖିତ ଅଭିଯୋଗ କରିଛନ୍ତି । ନିଜ ଅଭିଯୋଗରେ ବିଶ୍ଵନାଥ ଦ୍ଵିତୀୟ ବିବାହ କରିବା ସହିତ ତାଙ୍କ ଝିଅକୁ ନିର୍ଯ୍ୟାତନା ଦେଉଥିବା, ବନ୍ଧୁକ ଦେଖାଇ ଧମକ ଦେଉଥିବା ଭଳି ଗୁରୁତର ଅଭିଯୋଗ କରିଛନ୍ତି । ତାଙ୍କ ବିରୁଦ୍ଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପ୍ରଥମ ପତ୍ନୀ ସୋନିଆ ପାତ୍ର। ସୁକିନ୍ଦା ଥାନା ଅନ୍ତର୍ଗତ ମୂଳଖମ୍ବ ଗ୍ରାମରେ ସୋନିଆ ପାତ୍ରଙ୍କ ଘର ।

ତାଙ୍କ ଲିଖିତ ଅଭିଯୋଗ ମୁତାବକ ୯ ତାରିଖ ରାତି ପ୍ରାୟ ୧ଟା ୪୫ ମିନିଟ ସମୟରେ ନିଜର ଦୁଇ ଛୁଆଙ୍କୁ ଧରି ସେ ସୋଇଥିବା ସମୟରେ କିଏ କବାଟ ବାଡେଇଥିଲେ । ସେ କବାଟ ଖୋଲିବାରୁ ବିଶ୍ୱନାଥ ଘର ଭିତରେ ପଶି ସୋନିଆଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ, ତାଙ୍କୁ ମାଡିବସି ତଣ୍ଟି ଚିପି ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ । ବହୁ କଷ୍ଟରେ ସେ ତାଙ୍କ କବଳରୁ ଖସି ଆସି ଚିତ୍କାର କରିବାରୁ ପରିବାର ଲୋକ ଠେଙ୍ଗା ବାଡ଼ି ଧରି ପହଞ୍ଚିଥିଲେ । ଏହି ସମୟରେ ବିଶ୍ଵନାଥ ମଟର ସାଇକେଲ ଯୋଗେ ସେଠାରୁ ଫେରାର ହୋଇ ଯାଇଥିଲେ । ସେ ଗଲା ବେଳେ ଘରେ ସୋନିଆ ରଖିଥିବା ୪ ହଜାର ୩୦୦ ଟଙ୍କା ମଧ୍ୟ ନେଇ ଯାଇଥିବା ଅଭିଯୋଗ କରିଛନ୍ତି ସୋନିଆ ।

ଅଭିଯୋଗ ଅନୁଯାୟୀ ବିଶ୍ୱନାଥ ତାଙ୍କ ପ୍ରଥମ ପତ୍ନୀ ସୋନିଆଙ୍କୁ ନାବାଳିକା ବୟସରେ ଉଠାଇ ନେଇ ଭୟ ଦେଖାଇ ଜୋର୍ ଜବରଦସ୍ତ ଶାରୀରିକ ସଂପର୍କ ରଖିଥିଲେ । ଏହା ପରେ ଧମକ ଦେଇ ଏକ ନୋଟାରୀ ରାଜିନାମା ଦ୍ୱାରା ବିବାହ କରିଥିଲେ । ସୋନିଆ ତିନୋଟି ପିଲାର ମା ହୋଇ ସାରିଥିଲା ବେଳେ ବହୁ ସମୟରେ ଅକଥନୀୟ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହିତ ଯୌତୁକ ନିର୍ଯାତନା ମଧ୍ୟ ଦେଉଥିଲେ ବିଶ୍ଵନାଥ । ପରେ ସୋନିଆ ନିକଟରୁ ଦୁରେଇ ଯାଇ ଅନ୍ୟ ଏକ ଝିଅକୁ ବିବାହ କରି ଯାଜପୁର ରୋଡ଼ ଅଞ୍ଚଳରେ ବିଶ୍ଵନାଥ ରହୁଥିବା କହିଛନ୍ତି ସୋନିଆ ।

ସେ ଦୁଃଖ ଧନ୍ଦା କରି ୩ ଛୁଆକୁ ନେଇ ଜୀବନ ଯାପନ କରୁଥିଲା ବେଳେ ବଡ଼ ଝିଅକୁ ବିଶ୍ଵନାଥ ନିଜ ପାଖରେ ରଖି ଘର କାମ କରାଉଥିବା ଅଭିଯୋଗ କରିଛନ୍ତି ସୋନିଆ । ନିଜ ବଡ଼ ଝିଅକୁ ବିଶ୍ଵନାଥ ପାଖରୁ ନିଜ ପାଖକୁ ଆଣିବାର ବହୁବାର ଚେଷ୍ଟା କରି ମଧ୍ୟ ବିଫଳ ହୋଇଛନ୍ତି ବୋଲି କହିଛନ୍ତି ସୋନିଆ ।

ବିଶ୍ଵନାଥ ପାତ୍ର ନିଜେ କେତେବେଳେ ସାମ୍ବାଦିକ ତ କେତେବେଳେ ଦଳିତ ନେତା, କେତେବେଳେ ମାନବ ଅଧିକାର କର୍ମୀ, ତ କେତେବେଳେ ସିଭିଲ ସୋସାଇଟୀ ସମ୍ପାଦକ ଭାବରେ ଲୋକଙ୍କୁ ଭୁଆଁ ବୁଲେଇ ଚାଲିଛନ୍ତି ବୋଲି ତାଙ୍କ ପ୍ରଥମ ପତ୍ନୀ ସୋନିଆ ଅଭିଯୋଗ କରିଛନ୍ତି । ପୋଲିସ ଏହାର ତଦନ୍ତ କରି ତୁରନ୍ତ ନ୍ୟାୟ ପ୍ରଦାନ କରିବାକୁ ସେ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *