ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଭୋରୁ ବିଶାଖା ପାଟନମରୁ ଜୟପୁର ଆସୁଥିବା ଓଡ଼ିଶା ରାଜ୍ୟ ପରିବହନ ବିଭାଗର ଏକ ବସ ସାଲୁର ଘାଟିରେ ଜଳି ଯାଇଛି । ବସଟିରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିବା ଆଶଙ୍କା କରାଯାଉଛି । ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣା ଯାଇଛି ।