Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ସିଦ୍ଧ ମହାବୀରଙ୍କ ନବମ ବାର୍ଷିକ ଉତ୍ସବ: ଆଶିର୍ବାଦ କାମନା କଲେ ଶହଶହ ଶ୍ରଦ୍ଧାଳୁ

ସିଦ୍ଧ ମହାବୀରଙ୍କ ନବମ ବାର୍ଷିକ ଉତ୍ସବ: ଆଶିର୍ବାଦ କାମନା କଲେ ଶହଶହ ଶ୍ରଦ୍ଧାଳୁ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ମହାବୀର ନଗର ସ୍ଥିତ ମନ୍ଦିରର ନବମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରର ଆୟୋଜିତ ହୋଇଛି । ବଡ଼ି ସକାଳୁ ପୁଣ୍ୟତୋୟା ବୈତରଣୀରୁ ପବିତ୍ର ଜଳ ଅଣାଯାଇ ମହାବୀରଙ୍କ ମହାସ୍ନାନ କରାଯାଇଥିଲା । ପରେ ମହାବୀରଙ୍କ ବେଶ କରାଯାଇ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ଏହା ପରେ ପଣ୍ଡିତ ମାନଙ୍କ ଦ୍ୱାରା ହୋମ ଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଥିଲା । ଦିନ ଯାକ ବିଭିନ୍ନ ପୂଜା ସହିତ ହନୁମାନ ଚାଳିସା, ସୁନ୍ଦରା କାଣ୍ଡ ପାଠ ସହିତ ଯଜ୍ଞରେ ଦୁଇ ହଜାର ଛତିଶ ଆହୁତି ପ୍ରଦାନ କରାଯାଇଥିଲା । ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ସମାପନ ହୋଇଥିଲା ।

ଦିନ ଯାକ ମନ୍ଦିରରେ ଶ୍ରଦ୍ଧାଳୁ ପହଞ୍ଚି ମହାବୀରଙ୍କ ଆଶିର୍ବାଦ କାମନା କରିଥିଲେ । ସନ୍ଧ୍ୟାରେ ଶତାଧିକ ଶ୍ରଦ୍ଧାଳୁ ମନ୍ଦିରରେ ପହଞ୍ଚି ମହାବୀରଙ୍କ ଦର୍ଶନ କରିବା ସହିତ ଆଶିର୍ବାଦ କାମନା କରିଥିଲେ । ମନ୍ଦିର ପରିଚାଳନା କମିଟି ପକ୍ଷରୁ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ରାଜ୍ୟର ପ୍ରତିଷ୍ଠିତ କଣ୍ଠଶିଳ୍ପୀ ମାନେ ଭଜନ ପରିବେଷଣ କରିଥିଲେ । ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ପରିଚାଳନା କମିଟି ପକ୍ଷରୁ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା । ମୁଖ୍ୟ ପୁରୋଧା ପ୍ରଦୀପ କୁମାର କର ସମସ୍ତ କାର୍ଯ୍ୟର ପରିଚାଳନା କରିଥିଲେ । ପରିଚାଳନା କମିଟି ସଦସ୍ୟଙ୍କ ସହିତ ସ୍ଥାନୀୟ ବ୍ୟକ୍ତି ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ବାର୍ଷିକ ଉତ୍ସବ ପାଇଁ ମହାବୀର ନଗରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।

Leave a comment

Your email address will not be published. Required fields are marked *