Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସିଲ ହେଲା ଜୀବନ ଜ୍ୟୋତି ହସ୍ପିଟାଲ, ଡାକ୍ତର ଓ ମାଲିକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ କେବେ ?

ସିଲ ହେଲା ଜୀବନ ଜ୍ୟୋତି ହସ୍ପିଟାଲ, ଡାକ୍ତର ଓ ମାଲିକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ କେବେ ?

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁରର ଏକ ଘରୋଇ ଚିକିତ୍ସାକୟ ଜୀବନ ଜ୍ୟୋତି ହସ୍ପିଟାଲରେ ମାତ୍ର କିଛିଦିନ ମଧ୍ୟରେ ଦୁଇଜଣ ପ୍ରସୂତି ଭୁଲ ଚିକିତ୍ସା ଯୋଗୁ ମୃତ୍ୟୁ ବରଣ କରିଛନ୍ତି । ଯାହାକୁ ନେଇ କେବଳ ମୃତକଙ୍କ ପରିବାର କି ସମ୍ପର୍କୀୟ ନୁହଁନ୍ତି ସାଧାରଣରେ ମଧ୍ୟ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଆଜି ଏହି ପ୍ରତିକ୍ରିୟା ତୀବ୍ର ହୋଇଥିଲା ବେଳେ ପ୍ରଶାସନ ଚାପରେ ପଡି ଏହି ଚିକିତ୍ସାଳୟକୁ ସିଲ କରିବାକୁ ବାଧ୍ୟ ହୋଇଛି ।

ହେଲେ କେଉଁ ଭୁଲ ଚିକିତ୍ସା କାରଣରୁ ଦୁଇ ପ୍ରସୂତୀଙ୍କ ମୃତ୍ୟୁ ହେଲା ତାର ସଠିକ ତଦନ୍ତ ହେବା ଜରୁରୀ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି । ଡାକ୍ତର ଜଣକ କାହିଁକି ସରକାରୀ ଡାକ୍ତରଖାନାରେ ଚାକିରୀ କରି ରୋଗୀଙ୍କୁ ଏହି ଚିକିତ୍ସାଳୟ ଯିବାକୁ କହିଥିଲେ ତାର ମଧ୍ୟ ତଦନ୍ତ ହୋଇ ସମ୍ପୃକ୍ତ ଡାକ୍ତରଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନେବାକୁ ଦାବି ହୋଇଛି । ଏହା ସହିତ ସମ୍ପୃକ୍ତ ଚିକିତ୍ସାଳୟର ମାଲିକଙ୍କ ବିରୁଦ୍ଧରେ ମଧ୍ୟ ପଦକ୍ଷେପ ନେବାକୁ ଦାବି ହୋଇଛି । କେବଳ ସିଲ କରି ପ୍ରଶାସନ ଦାୟିତ୍ୱ ନ ସାରିଦେଇ ଉଚିତ ତଦନ୍ତ କରିବାକୁ ବିଭିନ୍ନ ମହଲରେ ଦାବି ହେଉଛି । କେବଳ ଏହି ଚିକିତ୍ସାଳୟ ନୁହେଁ ସହରରେ ଗଢି ଉଠିଥିବା ବିଭିନ୍ନ ଘରୋଇ ଚିକିତ୍ସାଳୟର ମଧ୍ୟ ତଦନ୍ତ କରିବାକୁ ଦାବି ହେଉଛି । ଏ ନେଇ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *