Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦାରେ ଚାନ୍ଦା ଆତଙ୍କ, ଥାନାରେ ଅଭିଯୋଗ କଲା ଠିକା ସଂସ୍ଥା

ସୁକିନ୍ଦାରେ ଚାନ୍ଦା ଆତଙ୍କ, ଥାନାରେ ଅଭିଯୋଗ କଲା ଠିକା ସଂସ୍ଥା

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଏବେ ଚାନ୍ଦା ଆତଙ୍କ ଦେଖାଦେଇଛି । ବିଭିନ୍ନ ଶିଳ୍ପ ସଂସ୍ଥା ସହିତ ଠିକା ସଂସ୍ଥାକୁ ବିପୁଳ ଚାନ୍ଦା ମଗା ଯାଉଥିବା ଅଭିଯୋଗ ହେଉଛି । ଏହାକୁ ନେଇ ପ୍ରମାଦ ଗଣିଲେଣି ଶିଳ୍ପ ସଂସ୍ଥା ଓ ଠିକା ସଂସ୍ଥା । ଏକ ଠିକା ସଂସ୍ଥାକୁ ଚାନ୍ଦା ପାଇଁ ଧମକ ଦେବାକୁ ନେଇ ଠିକା ସଂସ୍ଥା ପୋଲିସ ନିକଟରେ ଅଭିଯୋଗ କରିଛି ।

ସୁକିନ୍ଦାର ଜୀବନ ରେଖା କୁହା ଯାଉଥିବା ରେଙ୍ଗାଲି କେନାଲର ବାମ ପାର୍ଶ୍ଵରେ ଫେଜ-୨ ଖନନ କାର୍ଯ୍ୟ ଚାଲୁ ରହିଛି । ଠିକା ସଂସ୍ଥା ଆଇରନ ଟ୍ରାଙ୍ଗଲ ଏହି କାର୍ଯ୍ୟ କରୁଛି । ସୂଚନା ଅନୁଯାୟୀ ନଡ଼ିଆ ଭଙ୍ଗା ପଞ୍ଚାୟତର କିଛି ଯୁବକ ମିଳିତ ହୋଇ କାର୍ଯ୍ୟ ସ୍ଥଳକୁ ଯାଇ କର୍ମଚାରୀଙ୍କୁ ଗାଳିଗୁଲଜ କରିବା ସହିତ କାମ ବନ୍ଦ କରିବାକୁ ଧମକ ଦେଇଥିଲେ । ଏହା ସହିତ କିଛି କର୍ମଚାରୀଙ୍କୁ ଆକ୍ରମଣ କରି କାମ କଲେ ଆମକୁ ଚାନ୍ଦା ଦେବାକୁ ପଡିବ ବୋଲି ଖୋଲା ଖୋଲି ଭାବେ ଚେତାବନୀ ଦେଇଥିଲେ । ଏ ବିଷୟରେ ଖବର ପାଇ କମ୍ପାନୀ ପରିଚାଳକ ରତ୍ନାକର ବାରିକ କଳିଙ୍ଗ ନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଶ୍ରୀ ବାରିକ ନିଜ ଏତଲାରେ ଏକାଧିକ ଯୁବକଙ୍କ ନାମ ଦେଇଥିବା ଜଣାଯାଇଛି । ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

Leave a comment

Your email address will not be published. Required fields are marked *