Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦାରେ ତୀବ୍ର ପ୍ରତିକ୍ରିୟା, ଇଂ ପ୍ରୀତିରଞ୍ଜନଙ୍କୁ ହତ୍ୟା ଧମକ

ସୁକିନ୍ଦାରେ ତୀବ୍ର ପ୍ରତିକ୍ରିୟା, ଇଂ ପ୍ରୀତିରଞ୍ଜନଙ୍କୁ ହତ୍ୟା ଧମକ

ଓଡ଼ିଶା ଲିଡ୍ସ(ଯାଜପୁର): ପୂର୍ବତନ ସୁକିନ୍ଦା ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇଙ୍କୁ ହତ୍ୟା ଧମକ ଦେଇଛନ୍ତି ବିଜେପି ସମର୍ଥିତ ଗୁଣ୍ଡା ମାନେ। ଏହି ଖବର ପ୍ରକାଶ ପରେ ଆଜି କେବଳ ସୁକିନ୍ଦା ନୁହେଁ ତମାମ ଜିଲ୍ଲାରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଆଜି ମଧ୍ୟାହ୍ନରେ ସୁକିନ୍ଦା ଖଣି ଅଞ୍ଚଳରେ ବିଜେପି ସମର୍ଥିତ ଗୁଣ୍ଡା ମାନେ ଶ୍ରମିକ ସଂଗଠନ କାର୍ଯ୍ୟାଳୟରେ ପଶି ବିଭିନ୍ନ ମାରଣାସ୍ତ୍ର ଧରି ଭଙ୍ଗାରୁଜା କରିବା ସହିତ ଟୁଟୁ ବଳ ଜିନ୍ଦାବାଦ, ଭିକି ବାବୁ ଜିନ୍ଦାବାଦ, ବାବି ବେଉରିଆ ଜିନ୍ଦାବାଦ ପକାଇଥିଲେ । ଭଙ୍ଗାରୁଜା କରିଥିବା ଯୁବକ ମାନେ ହାତରେ ବନ୍ଧୁକ, ଖଣ୍ଡା ସହିତ ବିଭିନ୍ନ ମାରଣାସ୍ତ୍ର ଧରିଥିଲେ । ଆକ୍ରମଣକାରୀ ମାନେ କିଛି ବୋମା ମାଡ଼ କରିଥିଲା ବେଳେ ସେଗୁଡିକ ଶୋଭାଗ୍ୟ କ୍ରମେ ଫୁଟି ନଥିବା ଜଣା ଯାଇଛି । ଆଜି ଖଣି ଅଞ୍ଚଳରେ ଥିବା ଶ୍ରମିକ ସଂଗଠନ କାର୍ଯ୍ୟାଳୟରେ ଇଂ ପ୍ରୀତିରଞ୍ଜନ ଘଡାଇଙ୍କର ଏକ ବୈଠକ କାର୍ଯ୍ୟକ୍ରମ ଥିଲା ବେଳେ ଏହାକୁ ନଜରରେ ରଖି ଆକ୍ରମଣ ଷଡ଼ଯନ୍ତ୍ର କରାଯାଇଥିବା ଅଭିଯୋଗ ହୋଇଛି । ହେଲେ ଶେଷ ମୁହୂର୍ତ୍ତରେ ଇଂ ଘଡାଇ ଏହି ବୈଠକକୁ ସ୍ଥଗିତ ରଖିଥିଲେ । ଯାହା ଫଳରେ ସେ ବର୍ତ୍ତି ଯାଇଥିବା ଆଲୋଚନା ହେଉଛି ।

Leave a comment

Your email address will not be published. Required fields are marked *