Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦାରେ ବିଜେଡିର ବିଶାଳ ଜନ ସମ୍ପର୍କ ପଦଯାତ୍ରା: ବିକାଶ ନୁହେଁ ସୁକିନ୍ଦାରେ ବିନାଶ ଚାଲିଛି-ଇଂ ପ୍ରୀତିରଞ୍ଜନ

ସୁକିନ୍ଦାରେ ବିଜେଡିର ବିଶାଳ ଜନ ସମ୍ପର୍କ ପଦଯାତ୍ରା: ବିକାଶ ନୁହେଁ ସୁକିନ୍ଦାରେ ବିନାଶ ଚାଲିଛି-ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦାର ଭୋଟର ଅଧିକ ବିକାଶ ଆଶାରେ ପରିବର୍ତ୍ତନ କରିଥିଲେ । ପରିବର୍ତ୍ତନର ମାତ୍ର ୧୭ ମାସ ମଧ୍ୟରେ ସୁକିନ୍ଦାରେ ବିକାଶ ନୁହେଁ ବିନାଶ ଚାଲିଛି । ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ଖଣି ଅଞ୍ଚଳ । ନେତୃତ୍ୱ ପରିବର୍ତ୍ତନ ପରେ ସୁକିନ୍ଦା ବିକାଶ ପାଇଁ ଡିଏମଏଫ ରେ ଥିବା ଅର୍ଥର ୭୦% ପଡୋଶୀ ଜିଲ୍ଲାରେ ଖର୍ଚ୍ଚ ହେଉଥିଲା ବେଳେ ୩୦% ଅର୍ଥ ଖର୍ଚ୍ଚ ହେଉଛି ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ । ସେଥି ମଧ୍ୟରୁ ୫ଟି ପଞ୍ଚାୟତ ବାଦ ପଡିଛି । ଖଣି ପ୍ରଭାବିତ ଅଞ୍ଚଳର ଜନ ସାଧାରଣ ନିଜ ଶୁଖ ଦୁଃଖ ବୁଝିବାକୁ ଯେଉଁ ମାନଙ୍କୁ ନିର୍ବାଚିତ କରିଛନ୍ତି, ସେମାନଙ୍କୁ ଟ୍ରଷ୍ଟ ବୋର୍ଡରେ ସ୍ଥାନ ମିଳୁନାହିଁ । ଚଞ୍ଚକତା କରି ସେମାନଙ୍କୁ ଦୁରେଇ ଦିଆ ଯାଇଛି । ଖଣି ଅଞ୍ଚଳର ଯୁବକ ରୋଜଗାର ନପାଇ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଉଥିଲା ବେଳେ ରାଜ୍ୟ ବାହାର ଲୋକ ଆମ ଖଣି ଅଞ୍ଚଳରେ ଚାକିରୀ ପାଉଛନ୍ତି । ସୁକିନ୍ଦା ବିକାଶରେ ତାଲା ପଡି ସାରିଛି । ନବ ନିର୍ବାଚିତ ପ୍ରତିନିଧି କିଛି ବୁଝି ପାରୁ ନାହାନ୍ତି । ଯଦି କିଛି ବୁଝି ପାରୁ ନାହଁ ତାହା ହେଲେ ସାହାଯ୍ୟ ଓ ସହଯୋଗ ମାଗ ବୋଲି କହିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ସେ ଆହୁରି କହିଥିଲେ ସୁକିନ୍ଦାର ନିରୀହ ଲୋକମାନଙ୍କୁ ଧମକ ଦିଆଯାଇ ଦଳରେ ସାମିଲ କରାଯାଉଛି । ଦଳରେ ସାମିଲ ନହେଲେ ଚାକିରିରୁ ଛଟେଇ କରିବାର ଧମକ ମିଳୁଛି। ଏହା କଣ ସୁକିନ୍ଦାର ପରିବର୍ତ୍ତନ ?ଲୋକମାନେ ସବୁ ବୁଝି ସାରିଲେଣି । ଯେଉଁଥି ପାଇଁ ଆଜି ହଜାର ହଜାର ସଂଖ୍ୟାରେ ସ୍ୱତପବୃତ୍ତ ଭାବେ ପଦଯାତ୍ରାରେ ଯୋଗଦାନ କରିଛନ୍ତି । ଆଗକୁ ଏହି ସଂଖ୍ୟା ଅଧିକ ବୃଦ୍ଧି ପାଇବ । ବିଜେଡି ଘରକୁ ଘର ଯାଇ ଲୋକମାନଙ୍କୁ ବିଜେପି ବିନାଶର ବାର୍ତ୍ତା ଦେବ । ଅନ୍ୟତମ ଅତିଥି ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ କହିଥିଲେ ବିଜେପି ଭୋଟ ଚୋରି କରୁଛି, ଚାକିରୀ ଚୋରି କରୁଛି । ଲୋକମାନେ ସବୁ ବୁଝି ସାରିଲେଣି । ଆଗାମି ଦିନରେ ସୁକିନ୍ଦାବାସୀ ଏହାର ଜବାବ ଦେବେ ।

ଗତକାଲି ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଆୟୋଜିତ ବିଜେଡିର ଜନ ସମ୍ପର୍କ ପଦଯାତ୍ରାରେ ଯୋଗଦେଇ ଏହା କହିଛନ୍ତି ଇଂ ପ୍ରୀତିରଞ୍ଜନ ଘଡାଇ ଓ ଶର୍ମିଷ୍ଠା ସେଠୀ । ଏହି ପଦଯାତ୍ରା ଦୁର୍ଗାପୂଜା ପଡ଼ିଆରୁ ଆରମ୍ଭ ହୋଇ ପ୍ରୀତିନଗର କେଟିଏଲ କ୍ୟାମ୍ପ ପର୍ଯ୍ୟନ୍ତ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ବ୍ଲକ ବିଜେଡି ସଭାପତି ବିବେକାନନ୍ଦ ବୋଷ, ବ୍ଲକ ଅଧ୍ୟକ୍ଷ ଦିବ୍ୟ ରଞ୍ଜନ ବରାଳ, ଉପାଧ୍ୟକ୍ଷ ଭାଗ୍ୟଲକ୍ଷ୍ମୀ ରାଉତ, ଜିଲ୍ଲା ପରିଷଦ ସଭ୍ୟା ଜେମା ଚାଖି, ଯୁବ ବିଜେଡି ନେତା ଦେବୀ ପ୍ରସାଦ ମହାନ୍ତି, ଏସଆରସିକେଏମଏସର ସମ୍ପାଦକ ଭରତ ଚନ୍ଦ୍ର ମହାନ୍ତ, ଶ୍ରମିକ ସଂଘ ଉପ ସଭାପତି ପ୍ରଭାତ ରଞ୍ଜନ ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ଭଗବତୀ ମହାନ୍ତ, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟଙ୍କ ସହିତ ହଜାର ହଜାର ବିଜେଡି କର୍ମୀ ଯୋଗଦାନ କରିଥିଲେ ।

Leave a comment

Your email address will not be published. Required fields are marked *