orissaleads

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦାରେ ଲଜ୍ୟା, ଘରୋଇ ଶିକ୍ଷାନୁଷ୍ଠାନ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଅଭିଯୋଗରେ ଅଭିଯୁକ୍ତ ଗିରଫ

ସୁକିନ୍ଦାରେ ଲଜ୍ୟା, ଘରୋଇ ଶିକ୍ଷାନୁଷ୍ଠାନ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଅଭିଯୋଗରେ ଅଭିଯୁକ୍ତ ଗିରଫ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ସଦର ମହକୁମାରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଘଟଣାରେ ପୋଲିସ ଜଣକୁ ଗିରଫ କରିଥିଲା ବେଳେ ସହଯୋଗୀକୁ ଅଟକ ରଖି ପଚରାଉଚରା କରୁଛି । ସୂଚନା ଅନୁଯାୟୀ ସୁକିନ୍ଦା ବ୍ଲକ ରୋଡରେ ଥିବା ସେଣ୍ଟ ଜାଭିୟର ନାମକ ଘରୋଇ ଶିକ୍ଷାନୁଷ୍ଠାନର ମୁଖ୍ୟ ୟାସିନ ଖାନ କଲେଜ ରୋଡରେ ଥିବା ଏକ ଘରୋଇ କୋଚିଙ୍ଗ ସେଣ୍ଟରର ଛାତ୍ରୀ ନିବାସ ମହିଳା କର୍ମଚାରୀଙ୍କୁ ବିଭିନ୍ନ ପ୍ରଲୋଭନ ଓ ଭୟ ଦେଖାଇ ଛାତ୍ରୀ ନିବାସରେ ରହୁଥିବା ଛାତ୍ରୀଙ୍କ ବିଭିନ୍ନ ଆପତ୍ତିଜନକ ଫଟୋ ସଂଗ୍ରହ କରି ତାକୁ ସାମାଜିକ ଗଣମାଧ୍ୟମରେ ପ୍ରସାରିତ କରିଥିଲା ।

ଏ ନେଇ ନେଇ ସଂପୃକ୍ତ ମହିଳା କର୍ମଚାରୀ ସୁକିନ୍ଦା ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ସମୃକ୍ତ ଯୁବତୀ ପୂର୍ବରୁ ଜାଭିୟର ଶିକ୍ଷାନୁଷ୍ଠାନରେ କାର୍ଯ୍ୟ କରୁଥିଲେ। ଗତ କିଛିଦିନ ହେବ ସଂପୃକ୍ତ ଯୁବତୀ ଜାଭିୟର ଛାଡ଼ି କଲେଜ ରୋଡରେ ଥିବା ଏକ ଘରୋଇ କୋଚିଙ୍ଗ ସେଣ୍ଟରରେ ଛାତ୍ରୀ ନିବାସ ଦାୟିତ୍ୱରେ ରହିଛନ୍ତି ।

ସୂଚନା ଅନୁଯାୟୀ ଯୁବତୀ ଜଣକ ଜାଭିୟରରେ କାର୍ଯ୍ୟ କରୁଥିବା ସମୟରେ ତାଙ୍କର କିଛି ଆପତ୍ତିଜନକ ଫଟୋ ୟାସୀନ ଖାନ ପାଖରେ ଥିଲା। ଏହି ଫଟୋ ସାମାଜିକ ଗଣମାଧ୍ୟମରେ ପ୍ରସାର କରିବା ଧମକ ଦେଇ ଓ ମୋଟା ଅଙ୍କର ଟଙ୍କା ଦେବାର ଲୋଭ ଦେଖାଇ ସେହି ଛାତ୍ରୀ ନିବାସରେ ରହୁଥିବା ଛାତ୍ରୀଙ୍କ ଆପତ୍ତିଜନକ ଫଟୋ, ଭିଡିଓ ଉତ୍ତୋଳନ କରିବାକୁ ୟାଶୀନ ଯୁବତୀଙ୍କୁ ବାଧ୍ୟ କରିଥିବା ଯୁବତୀ ପୋଲିସ ନିକଟରେ ପ୍ରକାଶ କରିଛନ୍ତି। ଗତ ଦୁଇଦିନ ପୂର୍ବରୁ ଯୁବତୀ ସାମାଜିକ ଗଣମାଧ୍ୟମରେଉ ଏହି ଆପତ୍ତିଜନକ ଭିଡିଓ ଦେଖି ସୁକିନ୍ଦା ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ପାଇ ମାମଲା ରୁଜୁ କରି ଘଟଣାର ମୁଖ୍ୟ ଅଭିଯୁକ୍ତ ୟାସିନ ଖାନକୁ ଗିରଫ କରି ଫଟୋ ଉତ୍ତୋଳନ କରିଥିବା ଯୁବତୀଙ୍କୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି।ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପୂର୍ବରୁ ମଧ୍ୟ ସେହି ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ କର୍ମଚାରୀଙ୍କୁ ୟାସିନ ଖରାପ ବ୍ୟବହାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣା ସୁକିନ୍ଦା ସମ୍ମାନରେ ଆଞ୍ଚ ଆଣିଥିବା ବୁଦ୍ଧିଜୀବି ପ୍ରକାଶ କରିଥିଲା ବେଳେ ଏଭଳି ଲଜ୍ୟା ଜନକ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *