Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦାରେ ଲଜ୍ୟା, ଘରୋଇ ଶିକ୍ଷାନୁଷ୍ଠାନ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଅଭିଯୋଗରେ ଅଭିଯୁକ୍ତ ଗିରଫ

ସୁକିନ୍ଦାରେ ଲଜ୍ୟା, ଘରୋଇ ଶିକ୍ଷାନୁଷ୍ଠାନ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଅଭିଯୋଗରେ ଅଭିଯୁକ୍ତ ଗିରଫ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ସଦର ମହକୁମାରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଘଟଣାରେ ପୋଲିସ ଜଣକୁ ଗିରଫ କରିଥିଲା ବେଳେ ସହଯୋଗୀକୁ ଅଟକ ରଖି ପଚରାଉଚରା କରୁଛି । ସୂଚନା ଅନୁଯାୟୀ ସୁକିନ୍ଦା ବ୍ଲକ ରୋଡରେ ଥିବା ସେଣ୍ଟ ଜାଭିୟର ନାମକ ଘରୋଇ ଶିକ୍ଷାନୁଷ୍ଠାନର ମୁଖ୍ୟ ୟାସିନ ଖାନ କଲେଜ ରୋଡରେ ଥିବା ଏକ ଘରୋଇ କୋଚିଙ୍ଗ ସେଣ୍ଟରର ଛାତ୍ରୀ ନିବାସ ମହିଳା କର୍ମଚାରୀଙ୍କୁ ବିଭିନ୍ନ ପ୍ରଲୋଭନ ଓ ଭୟ ଦେଖାଇ ଛାତ୍ରୀ ନିବାସରେ ରହୁଥିବା ଛାତ୍ରୀଙ୍କ ବିଭିନ୍ନ ଆପତ୍ତିଜନକ ଫଟୋ ସଂଗ୍ରହ କରି ତାକୁ ସାମାଜିକ ଗଣମାଧ୍ୟମରେ ପ୍ରସାରିତ କରିଥିଲା ।

ଏ ନେଇ ନେଇ ସଂପୃକ୍ତ ମହିଳା କର୍ମଚାରୀ ସୁକିନ୍ଦା ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ସମୃକ୍ତ ଯୁବତୀ ପୂର୍ବରୁ ଜାଭିୟର ଶିକ୍ଷାନୁଷ୍ଠାନରେ କାର୍ଯ୍ୟ କରୁଥିଲେ। ଗତ କିଛିଦିନ ହେବ ସଂପୃକ୍ତ ଯୁବତୀ ଜାଭିୟର ଛାଡ଼ି କଲେଜ ରୋଡରେ ଥିବା ଏକ ଘରୋଇ କୋଚିଙ୍ଗ ସେଣ୍ଟରରେ ଛାତ୍ରୀ ନିବାସ ଦାୟିତ୍ୱରେ ରହିଛନ୍ତି ।

ସୂଚନା ଅନୁଯାୟୀ ଯୁବତୀ ଜଣକ ଜାଭିୟରରେ କାର୍ଯ୍ୟ କରୁଥିବା ସମୟରେ ତାଙ୍କର କିଛି ଆପତ୍ତିଜନକ ଫଟୋ ୟାସୀନ ଖାନ ପାଖରେ ଥିଲା। ଏହି ଫଟୋ ସାମାଜିକ ଗଣମାଧ୍ୟମରେ ପ୍ରସାର କରିବା ଧମକ ଦେଇ ଓ ମୋଟା ଅଙ୍କର ଟଙ୍କା ଦେବାର ଲୋଭ ଦେଖାଇ ସେହି ଛାତ୍ରୀ ନିବାସରେ ରହୁଥିବା ଛାତ୍ରୀଙ୍କ ଆପତ୍ତିଜନକ ଫଟୋ, ଭିଡିଓ ଉତ୍ତୋଳନ କରିବାକୁ ୟାଶୀନ ଯୁବତୀଙ୍କୁ ବାଧ୍ୟ କରିଥିବା ଯୁବତୀ ପୋଲିସ ନିକଟରେ ପ୍ରକାଶ କରିଛନ୍ତି। ଗତ ଦୁଇଦିନ ପୂର୍ବରୁ ଯୁବତୀ ସାମାଜିକ ଗଣମାଧ୍ୟମରେଉ ଏହି ଆପତ୍ତିଜନକ ଭିଡିଓ ଦେଖି ସୁକିନ୍ଦା ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ପାଇ ମାମଲା ରୁଜୁ କରି ଘଟଣାର ମୁଖ୍ୟ ଅଭିଯୁକ୍ତ ୟାସିନ ଖାନକୁ ଗିରଫ କରି ଫଟୋ ଉତ୍ତୋଳନ କରିଥିବା ଯୁବତୀଙ୍କୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି।ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପୂର୍ବରୁ ମଧ୍ୟ ସେହି ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ କର୍ମଚାରୀଙ୍କୁ ୟାସିନ ଖରାପ ବ୍ୟବହାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣା ସୁକିନ୍ଦା ସମ୍ମାନରେ ଆଞ୍ଚ ଆଣିଥିବା ବୁଦ୍ଧିଜୀବି ପ୍ରକାଶ କରିଥିଲା ବେଳେ ଏଭଳି ଲଜ୍ୟା ଜନକ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *