orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦା କ୍ରୋମାଇଟ ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ

ସୁକିନ୍ଦା କ୍ରୋମାଇଟ ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁକିନ୍ଦାର ଉଚ୍ଚମାନର କ୍ରୋମାଇଟ ଉପରେ ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି । ବନ୍ଦ ଥିବା ଭୀମଟାଙ୍ଗର ନିକଟ ଏକ ଖଣିରୁ ୫୦ ରୁ ଉର୍ଦ୍ଧ୍ବ ଟ୍ରିପ ଉଚ୍ଚମାନର କ୍ରୋମାଇଟ ଲୁଟେରା ଲୁଟ କଲା ପରେ ଲୁଟରେ ବ୍ୟବହୃତ ଗୋଟିଏ ଜେସିବି ଓ ଗୋଟିଏ ହାଇୱା ଜବତ ହୋଇଛି । ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ବେଳେ ପ୍ରଶାସନର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଆଜି ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । କ୍ରୋମାଇଟ ମାଫିଆ ମାନେ ବେଶ କିଛି ବର୍ଷ ନିରବ ବସିଥିଲା ବେଳେ ଏବେ ବେଶ ସକ୍ରିୟ ହୋଇ ପଡିଛନ୍ତି । ଫଳରେ ମେସିନ ଲଗାଇ ଟ୍ରିପ ଟ୍ରିପ କ୍ରୋମାଇଟ ଲୁଟ କରିବା ଆରମ୍ଭ କରିଛନ୍ତି । ହେଲେ ମାଫିଆ ବେଧଡ଼କ ଭାବେ କ୍ରୋମାଇଟ ଲୁଟ କରୁଥିଲା ବେଳେ ପ୍ରଶାସନର ନଜରକୁ ଏହା କିଭଳି ଆସିଲା ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଜଙ୍ଗଲ ବିଭାଗ ସହିତ ପୋଲିସ ଓ ଖଣି ବିଭାଗ ଜାଣି ଶୁଣି ମାଫିଆଙ୍କୁ ସହଯୋଗର ହାତ ବଢ଼ାଇ ନାହାନ୍ତିତ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଲୁଟ ଖଣି ଜଙ୍ଗଲ ବିଭାଗ କାର୍ଯ୍ୟାଳୟ ଠାରୁ ଦୁଇ ଶହ ମିଟର ଦୂରରେ ଥିଲା ବେଳେ ବିଭାଗ ନଜରକୁ ଏହା କିଭଳି ଆସିଲା ନାହିଁ ତାହା ସମସ୍ତଙ୍କୁ ଚକିତ କରିଛି । ଅନ୍ୟ ପକ୍ଷରେ ଚଢ଼ାଉ ସମୟରେ ଲୁଟେରା ମାନେ ଫେରାର ହୋଇଯିବା ମଧ୍ୟ ଚର୍ଚ୍ଚାର ବିଷୟ ହୋଇଛି । ଚଢ଼ାଉ ନେଇ ଲୁଟେରାଙ୍କୁ କିଏ ଖବର ଦେଲା ତାହା ମଧ୍ୟ ସନ୍ଦେହର ବଳୟ ସୃଷ୍ଟି କରିଛି । ଆକଳନ ଅନୁଯାୟୀ ଏହି ଠାରୁ ୫୦ ଟ୍ରିପରୁ ଅଧିକ କ୍ରୋମାଇଟ ଲୁଟ ହୋଇ ସାରିଛି । ଏହି ଉଚ୍ଚମାନର କ୍ରୋମାଇଟ ଟ୍ରିପର ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଅଧିକ ହୋଇଥିଲା ବେଳେ ୫୦ ଟ୍ରିପର ମୂଲ୍ୟ ୩ କୋଟି ଟଙ୍କାରୁ ଅଧିକ ହେବ । କୋଟି କୋଟି ଟଙ୍କାର କ୍ରୋମାଇଟ ଲୁଟ ହେଉଥିଲା ବେଳେ ଏହି ଟଙ୍କା କେବଳ ମାଫିଆଙ୍କ ପକେଟରେ ପସୁଛି ନା ଭାଗ ବଣ୍ଟା ହେଉଛି ତାହା ବିଶେଷ ଗୁରୁତ୍ୱପୂର୍ଣ୍ଣ । ଏହି ଲୁଟ ପଛରେ କେଉଁ ଅଦୃଶ୍ୟ ଶକ୍ତିର ହାତ ନାହିଁ ତ, ଯିଏ ମାଫିଆ ମାନଙ୍କ ସୁରକ୍ଷା କବଚ ସାଜି ମାଫିଆ ରାଜକୁ ଅଧିକ ପ୍ରୋତ୍ସାହିତ କରୁଛି । ଏହି ଭଳି ଅନେକ ପ୍ରଶ୍ନ ସାଧାରଣରେ ଆଲୋଚିତ ହେଉଥିଲା ବ୍ୟବହୃତ ଜେସିବି ଓ ହାଇୱାର ମାଲିକ କିଏ, ଲୁଟ ହୋଇଥିବା କ୍ରୋମାଇଟ କାହାକୁ ବିକ୍ରି କରାଯାଇଛି ସେ ନେଇ ତଦନ୍ତ ଜରୁରୀ ହୋଇଛି । ଅନ୍ୟ ପକ୍ଷରେ ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଘଟଣାର ତଦନ୍ତ କରିବାକୁ ଦାବି କରିଛନ୍ତି ପୂର୍ବତନ ସୁକିନ୍ଦା ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେ କହିଛନ୍ତି ପ୍ରଶାସନ ନିରବ ବସିବାରୁ ଗତ ଅଗଷ୍ଟ ମାସରୁ ଆରମ୍ଭ ହୋଇଥିବା ଏହି ଲୁଟ ଦିନକୁ ଦିନ ବଢି ଚାଲିଛି । ଯାହା ଫଳରେ ରାଜ୍ୟ ସରକାର ବିପୁଳ ପରିମାଣର ରାଜସ୍ୱ ହରାଉଛନ୍ତି । ମାଫିଆ ଖଣି ଲୁଟ କରି କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି । ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ଵାର୍ଥକୁ ଗୁରୁତ୍ୱ ଦେଇ ଏ ନେଇ ଉଚ୍ଚସ୍ତରୀୟ ତଦନ୍ତ କରିବେ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି ।

Leave a comment

Your email address will not be published. Required fields are marked *