Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦା ବିଜେଡିର କଳା ଦିବସ,ସୁକିନ୍ଦାରେ ଦାଦା ଗିରି ଆଉ ଚଳିବ ନାହିଁ-ଇଂ ପ୍ରୀତିରଞ୍ଜନ ଘଡାଇ

ସୁକିନ୍ଦା ବିଜେଡିର କଳା ଦିବସ,ସୁକିନ୍ଦାରେ ଦାଦା ଗିରି ଆଉ ଚଳିବ ନାହିଁ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ଯାଜପୁର): ବହୁତ ହୋଇଗଲା ତୁମ ଗୁଣ୍ଡଗିରି ଓ ଆତଙ୍କ ରାଜ । ମା ଆଗରେ ତା ଝିଅକୁ ଦୁଷ୍କର୍ମ କରିବାର ଧମକ ଦିଆ ଯାଉଛି । ଏ ସାହାସ ଦେଲା କିଏ । ବିଜେପି ଗୁଣ୍ଡାବାହିନୀ ରକ୍ତର ହୋଲି ଖେଳୁଛି । ଏବେ ସୁକିନ୍ଦାବାସୀ ଏକତ୍ରିତ ହୋଇଛନ୍ତି । ଏବେ ବିଜେପି ନେତା ଓ କର୍ମୀ ଗାଁ ଦାଣ୍ଡ ମାଡି ପାରିବେ ନାହିଁ । ସତସାହାସ ଅଛି ଯଦି ସାମ୍ନା କର । ଆଉ ଦାଦା ଗିରି ଚଳିବନାହିଁ, ଏବେ ଜବାବ ଦିଆଯିବ । ଯିଏ ମୋର ସୁକିନ୍ଦାର ମା ଓ ଭଉଣୀଙ୍କ ଉପରେ ଆଙ୍ଗୁଠି ଉଠାଇବ ତା ଆଙ୍ଗୁଳି କାଟି ଦିଆଯିବ । ଶେଷ ଜୀବନ ପର୍ଯ୍ୟନ୍ତ ସୁକିନ୍ଦା ମାଟିର ସେବା କରିବି ବୋଲି ପ୍ରତିଶ୍ରୁତି ଦେଇଥିଲେ ଇଂ ଘଡାଇ । ନିର୍ବାଚନ ପରେ ସୁକିନ୍ଦାରେ ଅରାଜକତା ଦେଖା ଦେଇଛି । ବିଜେପି ଆତଙ୍କ ରାଜ ଚଳାଇଛି । ଏହାର ପ୍ରତିବାଦରେ ବିଜେଡି ଆଜି ସୁକିନ୍ଦାରେ କଳା ଦିବସ ପାଳନ କରିଛି । ଏହା ପୂର୍ବରୁ ଗତ ୨୨ ତାରିଖ ଦିନ ଖଣି ଅଞ୍ଚଳ ବନ୍ଦ ଡାକରା ଦେଇଥିଲା ବିଜେଡି । ଏହି ବନ୍ଦ ଡାକରାକୁ ଅଭୂତପୂର୍ବ ଜଣ ସମର୍ଥନ ମିଳିଥିଲା । ଆଜି ପାଳିତ ହୋଇଥିବା କଳା ଦିବସ ମଧ୍ୟ ସଫଳ ହୋଇଥିବା ଦେଖିବାକୁ ମିଳିଥିଲା । ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ହଜାର ହଜାର ସଂଖ୍ୟାରେ ନେତା, କର୍ମୀ ଓ ସମର୍ଥକ ବାଇକ ରାଲିରେ ଆସି କପିଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ପହଞ୍ଚି ଥିଲେ ।

ସେଠାରେ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିବାଦ ସଭାରେ ଯାଜପୁରର ପୂର୍ବତନ ସାଂସଦ ତଥା ବିଜୁ ଜନତା ଦଳର ଜାତୀୟ ପ୍ରବକ୍ତା ଶର୍ମିଷ୍ଠା ସେଠୀ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର, ସୁକିନ୍ଦା ଓ ଦାନଗଦି ବ୍ଲକ ବିଜେଡି ସଭାପତି,ଉଭୟ ବ୍ଲକର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା, ସୁକିନ୍ଦା ବିଜେଡି ମୁଖପାତ୍ର ଦେବୀ ପ୍ରସାଦ ମହାନ୍ତି, ଯୁବନେତା ପ୍ରଦୀପ ମହାନ୍ତି ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ । ନେତା ମାନେ ବିଜେପି ପକ୍ଷରୁ ଚାଲିଥିବା ଗୁଣ୍ଡା ରାଜ ଓ ମାଫିଆରାଜ ବିରୁଦ୍ଧରେ ପ୍ରବଳ ବର୍ଷିବା ସହିତ ଆଗକୁ ଆଉ ଏହା ଚଳିବ ନାହିଁ ବୋଲି ସତର୍କ କରି ଦେଇଥିଲେ । ସଭା ପରେ ସମସ୍ତ ନେତୃବୃନ୍ଦ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ଏସପିଙ୍କ ଉଦ୍ଦେଶ୍ୟରେ କଳିଙ୍ଗ ନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ ।ଯଦି ଶାସକ ଦଳର ଗୁଣ୍ଡା ରାଜ ,ମାଫିଆ ରାଜ ବିରୁଦ୍ଧ ରେ ପ୍ରଶାସନ ଆଇନ ଗତ ପଦକ୍ଷେପ ନ ନିଏ ଏବଂ ଅରାଜକତା ସୃଷ୍ଟି କରୁଥିବା ଆସାମୀ ମାନଙ୍କୁ ଗିରଫ ନ କରେ ତେବେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛି ବିଜେଡି ।

Leave a comment

Your email address will not be published. Required fields are marked *