Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦା ମହାବିଦ୍ୟାଳୟର ୪୭ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ସୁକିନ୍ଦା ମହାବିଦ୍ୟାଳୟର ୪୭ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ଓଡ଼ିଶା ଲିଡ୍ସ(ସୁକିନ୍ଦା):ସୁକିନ୍ଦା ମହାବିଦ୍ୟାଳୟର ୪୭ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଗତ କାଲି ଓ ଆଜି ଦୁଇ ଦିନ ଧରି ଅନୁଷ୍ଠିତ ହୋଇ ଯାଇଛି। ଉଦଘାଟନ ଦିବସରେ ଛାତ୍ରଛାତ୍ରୀ ମାନେ ଏକ ଶୋଭାଯାତ୍ରାରେ ଯାଇ ସୁକିନ୍ଦାର ଅଧିଷ୍ଠାତ୍ରୀ ଦେବୀ ମା ଖଣ୍ଡୁରାଈଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରି ମଶାଲରେ ଅଗ୍ନି ସଂଯୋଗ ପରେ ମସାଲକୁ ଶୋଭାଯାତ୍ରାରେ ଆଣି ମହାବିଦ୍ୟାଳୟକୁ ଆସିଥିଲେ।ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ହିମାଂଶୁ ଶେଖର ଦ୍ଵିବେଦୀ ମଶାଲକୁ ଗ୍ରହଣ କରିଥିଲେ । କ୍ରୀଡା ପତାକା ଉତ୍ତୋଳନ ସହିତ ଛାତ୍ରଛାତ୍ରୀ ମାନେ ଶପଥ ପାଠ କରିଥିଲେ। କ୍ରୀଡା ପ୍ରତିଯୋଗିତାକୁ ଉଦଘାଟନ କରି ଅଧ୍ୟକ୍ଷ ନିଜ ବକ୍ତବ୍ୟରେ ସୁସ୍ଥ ଶରୀର ଓ ମନ ପାଇଁ ଛାତ୍ରଛାତ୍ରୀଙ୍କ ଜୀବନରେ କ୍ରୀଡାର ଆବଶ୍ୟକତା ବିଷୟରେ କହିଥିଲେ। କ୍ରୀଡା ଶିକ୍ଷକ କାଳନ୍ଦୀ ଚରଣ ସାହୁ, ସଞ୍ଜୟ କୁମାର ବାରିକ, ଗଣେଶ୍ୱର ବେହେରା, କୈଳାସ ମହାପାତ୍ର, ଅଜିତ କୁମାର ପାଲଙ୍କ ପରିଚାଳନା ଓ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ସହଯୋଗ ରେ ଦୁଇ ଦିନ ଧରି ବିଭିନ୍ନ ପ୍ରକାର ଦୌଡ କୁଦ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତା ଶେଷ ରେ ଅଧ୍ୟକ୍ଷ କୃତି ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ।

ଦୁଇ ଦିନର ଏହି କ୍ରୀଡା ପ୍ରତିଯୋଗିତାରେ କ୍ରୀଡା ସଂସଦର ଉପସଭାପତି ପ୍ରାଧ୍ୟାପକ ପ୍ରଫୁଲ୍ଲ କୁମାର ସାହୁଙ୍କ ସମେତ ପ୍ରାଧ୍ୟାପକ ଶିତିକଣ୍ଠ ଦାସ, ରାଜେନ୍ଦ୍ର ନାରାୟଣ ରାଉଳ, ଅଧ୍ୟାପକ ହାଡିବନ୍ଧୁ ଦାସ, ପାଣ୍ଡବ ଚରଣ ବେହେରା, ବୈଲୋଚନ ମଲିକ, ସୁଶାନ୍ତ କୁମାର ବେହେରା, ଦିବ୍ୟଜ୍ୟୋତି ନାୟକ, ପ୍ରେମାନନ୍ଦ ପତି, ଜାଭେଦ ଇକବଲ୍, ସଞ୍ଜୟ ସାମଲ, ପ୍ରଶାନ୍ତ ମହାରଣା, ମନୀନ୍ଦ୍ର ହନହାଗା, ଦେବେନ୍ଦ୍ର ନାୟକ, ମନୋଜ ମହାରଣା, ଅରୁଣ କୁମାର ସ୍ବାଇଁ, ମାଧବାନନ୍ଦ ବାରିକ, ଗିରିଜା ପ୍ରସନ୍ନ ପଟ୍ଟନାୟକ, ଆପୁଲ ଜେନା, କବିତା ପୃଷ୍ଟି, ସୁଚିତ୍ରା ଦାସ, ପୁଷ୍ପାଞ୍ଜଳି ସାହୁ, ଫୁର୍କାନ ଅଲ୍ଲୀ ପ୍ରମୁଖ ସହଯୋଗ କରିଥିଲେ।

Leave a comment

Your email address will not be published. Required fields are marked *