Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ସେବାକୁ ସ୍ୱୀକୃତି: ଅମର ଫାଉଣ୍ଡେସନ ଦର୍ଶନ ବିପଦର ବନ୍ଧୁ ସମ୍ମାନରେ ସମ୍ମାନିତ

ସେବାକୁ ସ୍ୱୀକୃତି: ଅମର ଫାଉଣ୍ଡେସନ ଦର୍ଶନ ବିପଦର ବନ୍ଧୁ ସମ୍ମାନରେ ସମ୍ମାନିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସମାଜର ଅବହେଳିତ ମାନଙ୍କୁ ସହାୟତାର ହାତ ବଢାଇବାକୁ ପ୍ରତିଷ୍ଠା ହୋଇଥିବା ଅମର ଫାଉଣ୍ଡେସନକୁ “ଦର୍ଶନ ବିପଦର ବନ୍ଧୁ ସମ୍ମାନ” ୨୦୨୫-୨୬ରେ ସମ୍ମାନୀତ କରାଯାଇଛି । ଗତ ୮ ତାରିଖ ଦିନ ଭୁବନେଶ୍ୱର ସ୍ଥିତ କସ୍ତୁରବା ନାରୀ ସଦନ ଠାରେ ଦର୍ଶନର ବାର୍ଷିକ ଉତ୍ସବରେ ଅମର ଫାଉଣ୍ଡେସନକୁ ଏହି ସମ୍ମାନରେ ସମ୍ମାନିତ କରାଯାଇ ସେବା କାର୍ଯ୍ୟକୁ ସ୍ୱୀକୃତି ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ପ୍ରଦୀପ ପୁରୋହିତ, ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି, ଦର୍ଶନର ସମ୍ପାଦକ ବିଭୁତି ନାୟକ ପ୍ରମୁଖ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମରେ ଅମର ଫାଉଣ୍ଡେସନର ପ୍ରତିଷ୍ଠାତା ଅମର ମହାନ୍ତିଙ୍କୁ ମାନପତ୍ର ଦେଇ ଏହି ସମ୍ମାନରେ ସମ୍ମାନିତ କରାଯାଇଥିଲା ।

ସମାଜର ଅବହେଳିତ ମାନଙ୍କୁ ସହାୟତାର ହାତ ବଢାଇବାକୁ ବେଶ କିଛି ବର୍ଷ ହେଲା ଅମର ଫାଉଣ୍ଡେସନ ଉଦ୍ୟମ କରୁଛି । ଚଳିତ ବର୍ଷ ଫାଉଣ୍ଡେସନ ପକ୍ଷରୁ ଯାଜପୁର, କଟକ ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଅବହେଳିତ ମାନଙ୍କୁ ଶୀତ ବସ୍ତ୍ର, ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି । ନିକଟରେ ଅମର ପାଉଣ୍ଡେସନ ଦ୍ଵିତୀୟ ଥର ପାଇଁ ଚର୍ଚ୍ଚିତ ନଗଡାର ତୁମୁଣି ଠାରେ ସେବା କାର୍ଯ୍ୟ କରିବାକୁ ପ୍ରସ୍ତୁତ ହେଉଥିବା ଜଣା ଯାଇଛି । ସମ୍ମାନିତ ହେଲା ପରେ ନିଜ ପ୍ରତିକ୍ରିୟାରେ ପ୍ରତିଷ୍ଠାତା ଅମର ମହାନ୍ତି କହିଛନ୍ତି ସମାଜର ଅବହେଳିତ ମାନଙ୍କୁ ସହାୟତା ପ୍ରଦାନ ଅନୁଷ୍ଠାନର ମୂଳ ଲକ୍ଷ । ଏହି ସମ୍ମାନ ଆମ ଫାଉଣ୍ଡେସନ ପରିବାରକୁ ଆଗକୁ ବଢିବାକୁ ପ୍ରେରଣା ଦେବ । ଏହା ସହିତ ସେ ଦର୍ଶନ ପରିବାରକୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି ।

Leave a comment

Your email address will not be published. Required fields are marked *