Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ସେବା, ସ୍ୱାଭିମାନ ଓ ସଂଗ୍ରାମ ଆମ ମନ୍ତ୍ର, ବିଜେଡି ୧୦୦ ବର୍ଷ ରହିବ:ନବୀନ ପଟ୍ଟନାୟକ

ସେବା, ସ୍ୱାଭିମାନ ଓ ସଂଗ୍ରାମ ଆମ ମନ୍ତ୍ର, ବିଜେଡି ୧୦୦ ବର୍ଷ ରହିବ:ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସେବା, ସ୍ୱାଭିମାନ ଓ ସଂଗ୍ରାମ ଆମ ମନ୍ତ୍ର । ବିଜେଡି ଶହେ ବର୍ଷ ରହିବ ଓ ଲୋକଙ୍କ ସେବା କରିବ। କିଛି ଲୋକ ବିଜେଡି ଭାଙ୍ଗିଯିବ ଓ ଆଉ ରହିବନି ବୋଲି ଅପପ୍ରଚାର କରୁଛନ୍ତି। ଏହି ଗୁଜବ ପ୍ରତି ଧ୍ୟାନ ଦିଅନ୍ତୁ ନାହିଁ ବୋଲି ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦିବସରେ କହିଛନ୍ତି ଦଳର ସଭାପତି ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ।

ନବୀନ ଆହୁରି କହିଛନ୍ତି, ବିକାଶ ଆମର ପରିଚୟ, ଆମେ ବିଜୁ ବାବୁଙ୍କ ଆଦର୍ଶରେ ରାଜ୍ୟବାସୀଙ୍କ ସେବା କରିଆସୁଛୁ । ୨୦୦୦ରୁ ୨୦୨୪ ଥିଲା ଓଡ଼ିଶା ବିକାଶ ଇତିହାସର ସ୍ୱର୍ଣ୍ଣିମ ସମୟ । ଓଡ଼ିଶାକୁ ନୂଆ ପରିଚୟ ଆମେ ଦେଇଛୁ । ମାଆମାନଙ୍କୁ ଆମେ ସ୍ୱାବଲମ୍ବୀ କରିଛୁ । ଚାଷୀଙ୍କ ରୋଜଗାର ବୃଦ୍ଧି କରିଛୁ। ବିଏସକେୱାଇ ଭଳି ସ୍ୱାସ୍ଥ୍ୟ ସେବା ଦେଇଛୁ। ରାଜ୍ୟର ଅର୍ଥନୀତିକୁ ମଧ୍ୟ ମଜଭୁତ କରିଛୁ । ରାଜ୍ୟକୁ ନିବେଶ ଆଣିଛୁ । ଯୁବପିଢିଙ୍କୁ ରୋଜଗାର ଦେଇଛୁ ।

ରାଜ୍ୟରେ ଡବଲ ଇଞ୍ଜିନ୍ ସରକାର ଚାଲିଛି । ହେଲେ ବିକାଶ କାଇଁ ବୋଲି କହି ସରକାରଙ୍କୁ ଟାର୍ଗେଟ୍ହଁ କରିଛନ୍ତି ନବୀନ ପଟ୍ଟନାୟକ । ରାଜ୍ୟରେ ଚାଷୀ ଲାଭ ପାଉନି, ମଣ୍ଡି ଠିକ୍ ସମୟରେ ଖୋଲୁନି । ମାଆମାନେ ହଇରାଣ ହେଉଛନ୍ତି। ୧୮ ମାସର ଡବଲ ଇଞ୍ଜିନ୍ ସରକାରରେ କିନ୍ତୁ ବିକାଶ ନାହିଁ। ଆଇନ ଶୃଙ୍ଖଳା କଥା ନକହିବା ଭଲ । ମହିଳାମାନଙ୍କ ଉପରେ ଅତ୍ୟାଚାର ବଢ଼ିଚାଲିଛି। ନାବାଳିକା ବି ରାଜ୍ୟରେ ସୁରକ୍ଷିତ ନୁହଁନ୍ତି । ଓଡ଼ିଶାାରେ ସରକାର ଥିବା ଭଳି ଲାଗୁନି। କିଛି ଲୋକ ଆମ ବିଷୟରେ ଅପପ୍ରଚାର କରୁଛନ୍ତି । ବିଜୁ ଜନତା ଦଳ ଭାଙ୍ଗିଯିବ ବୋଲି ଅପପ୍ରଚାର କରୁଛନ୍ତି। ମୁଁ ନିଶ୍ଚିତ କରୁଛି ଯେ ବିଜୁ ଜନତା ଦଳ ରହିଛି ଏବଂ ଆଗାମୀ ୧୦୦ ବର୍ଷ ଯାଏଁ ଲୋକଙ୍କ ସହ ରହିବ ।

Leave a comment

Your email address will not be published. Required fields are marked *