Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ସୌମ୍ୟାଶ୍ରୀ ନିଜେ ପେଟ୍ରୋଲ ଆଣିଥିଲେ ନା ଆଉ କିଏ ଆଣି ଦେଇଥିଲା, ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ସୌମ୍ୟାଶ୍ରୀ ନିଜେ ପେଟ୍ରୋଲ ଆଣିଥିଲେ ନା ଆଉ କିଏ ଆଣି ଦେଇଥିଲା, ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ଓଡ଼ିଶା ଲିଡ୍ସ (ବ୍ୟୁରୋ): ବାଲେଶ୍ଵର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ବ୍ୟାପକ ଖୋଳତାଡ଼ କରୁଛି । ମୃତା ସୌମ୍ୟାଶ୍ରୀ ନିଜେ ପେଟ୍ରୋଲ ଆଣିଥିଲେ ନା ଆଉ କିଏ ପେଟ୍ରୋଲ ଆଣି ତାଙ୍କୁ ଦେଇଥିଲେ ସେ ଦିଗରେ କ୍ରାଇମବ୍ରାଞ୍ଚ ଅଧିକ ଖୋଳତାଡ଼ କରୁଥିବା ସୂଚନା ମିଳିଛି। କଲେଜ ନିକଟରେ ଥିବା ପେଟ୍ରୋଲ ପମ୍ପରେ କ୍ରାଇମବ୍ରାଞ୍ଚ ଟିମ ତଦନ୍ତ କରିଛି ।

ପେଟ୍ରୋଲ ପମ୍ପର ସିସିଟିଭି ହାର୍ଡଡିସ୍କକୁ ଜବତ କରିବା ସହ ପେଟ୍ରୋଲ ପମ୍ପର ମ୍ୟାନେଜର ଓ ଅନ୍ୟ କର୍ମଚାରୀଙ୍କୁ ମଧ୍ୟ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ। ଗତକାଲି ମଧ୍ୟ କଲେଜ ପରିସରକୁ ଯାଇ କ୍ରାଇମବ୍ରାଞ୍ଚ୍ ଟିମ ବିଭିନ୍ନ ବିଷୟରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରିଛି। କ୍ରାଇମବ୍ରାଞ୍ଚ ଆଇଜି ଏସ୍.ସାଇନି ଓ ଅନ୍ୟ ତଦନ୍ତକାରୀ ଅଧିକାରୀ କଲେଜରେ ପହଞ୍ଚି ତଦନ୍ତ କରିଛନ୍ତି। କଲେଜ ପିଲାଙ୍କ ସହ କର୍ତ୍ତୃପକ୍ଷଙ୍କୁ ଘଟଣା ଦିନ ବିଷୟରେ ଗୁଡେଇ ତୁଡେଇ ପଚରାଉଚରା କରିଛନ୍ତି ।

ଅନ୍ୟପକ୍ଷରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ କଟକ ବଡ଼ ମେଡିକାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ପହଞ୍ଚି ପ୍ରତ୍ୟକ୍ଷଦର୍ଶୀ ଥିବା ଓ ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରି ଆହତ ହୋଇଥିବା ଜ୍ୟୋତି ପ୍ରକାଶ ବିଶ୍ବାଳଙ୍କୁ ଭେଟି ତାଙ୍କ ଠାରୁ ବିଭିନ୍ନ ତଥ୍ୟ ସଂଗ୍ରହ କରିଛନ୍ତି । ଜ୍ୟୋତି ପ୍ରକାଶଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ମଧ୍ୟ ଆଲୋଚନା କରିଛି କ୍ରାଇମବ୍ରାଞ୍ଚ ଟିମ ।

Leave a comment

Your email address will not be published. Required fields are marked *