Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସ୍କୁଲ ଖୋଲିବା ପୂର୍ବରୁ ବିଦ୍ୟାଳୟ ନିକଟରେ ବିକ୍ରି ହେଉଥିବା ନିମ୍ନମାନର ଖାଦ୍ୟ ଯାଞ୍ଚ କରୁ ପ୍ରଶାସନ

ସ୍କୁଲ ଖୋଲିବା ପୂର୍ବରୁ ବିଦ୍ୟାଳୟ ନିକଟରେ ବିକ୍ରି ହେଉଥିବା ନିମ୍ନମାନର ଖାଦ୍ୟ ଯାଞ୍ଚ କରୁ ପ୍ରଶାସନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସରକାର ଆସନ୍ତା ୨୦ ତାରିଖ ଦିନ ସମସ୍ତ ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ବିଭିନ୍ନ ଜିଲ୍ଲାରେ ଝାଡା ବାନ୍ତି ରୋଗ ଆତଙ୍କ ସୃଷ୍ଟି କରିଛି । ଏହି ରୋଗରେ ଆକ୍ରାନ୍ତ ହୋଇ ବହୁ ଲୋକଙ୍କ ମୃତ୍ୟୁ ମଧ୍ୟ ହେଲାଣି । ଦିନକୁ ଦିନ ହଇଜା ରୋଗ କାୟା ବିସ୍ତାର କରୁଥିଲା ବେଳେ ଛୋଟ ପିଲାଙ୍କୁ ଏହି ରୋଗ କିଭଳି ନ ହେବ ସେ ନେଇ ସମସ୍ତେ ସଚେତନ ହେବା ଜରୁରୀ ହୋଇଛି ।

ବିଦ୍ୟାଳୟ ଗୁଡିକ ନିକଟରେ ବହୁ ସଂଖ୍ୟାରେ ଛୋଟ ବଡ଼ ଦୋକାନ ମାନ ଖୋଲିଛି । ଏହି ଦୋକାନ ଗୁଡିକ ଅଧିକ ଲାଭ ପାଇବା ଆଶାରେ ବିଭିନ୍ନ ନିମ୍ନ ମାନର ଜିନିଷ ବିକ୍ରି କରୁଛନ୍ତି । କମ ପଇସାରେ ଏହାକୁ ଆଣି ଅଧିକ ପଇସାରେ ବିକ୍ରି କରୁଛନ୍ତି । ଛୋଟ ଛୋଟ ପିଲାମାନେ ମଧ୍ୟ ଏହି ଜିନିଷ ପ୍ରତି ଆକର୍ଷିତ ହୋଇ ଏହାକୁ କିଣୁଛନ୍ତି । ବିଭିନ୍ନ ପ୍ରକାର ନିମ୍ନ ମାନର ଚକଲେଟ, ଜେଲି, ବିସ୍କୁଟ, ଆଇସକ୍ରିମ, ପ୍ୟାକେଟରେ ଥିବା ଅତି ନିମ୍ନ ମାନର କୁରକୁରେ ବ୍ୟାପକ ବିକ୍ରି ହେଉଛି । ଯାହାକୁ ଖାଇ ବିଭିନ୍ନ ପେଟ ରୋଗରେ ଆକ୍ରାନ୍ତ ହେଉଛନ୍ତି ଛାତ୍ରଛାତ୍ରୀ । ଏହି ଦୋକାନ ଗୁଡିକ ଉପରେ ଚଢ଼ାଉ କରି ନିମ୍ନ ମାନର ଖାଦ୍ୟ ପଦାର୍ଥ ବିକ୍ରୟ ବନ୍ଦ କରିବାକୁ ପ୍ରଶାସନ ପଦକ୍ଷେପ ନେବାକୁ ବୁଦ୍ଧିଜୀବି ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *