Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଆନ୍ତର୍ଜାତୀୟ > ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମହାକାଶଚାରୀ ସୁନିତା ଓ ତାଙ୍କ ସାଥିଙ୍କୁ ଫେରାଇ ଆଣିବାକୁ ସ୍ପେସ ଷ୍ଟେସନରେ ପହଞ୍ଚିଛି ମହାକାଶ ଯାନ । ଏହି ଅବସରରେ ପୃଥିବୀରୁ ଯାଇଥିବା ନୂଆ ୪ ମହାକାଶଚାରୀଙ୍କୁ ସ୍ବାଗତ କରିଥିଲେ ସୁନୀତା ଓ ତାଙ୍କ ସାଥି ଆଷ୍ଟ୍ରନଟ୍ ବୁଚ୍ ୱିଲମୋର । ଗତକାଲି ଦିନ ପ୍ରାୟ ୧୦ଟା ବେଳେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି ସ୍ପେଶ୍ ଏକ୍ସ କ୍ରୁ-ଟେନ୍ ମିଶନର ଡ୍ରାଗନ୍ ସ୍ପେଶକ୍ରାଫ୍ଟ । ପୃଥିବୀକୁ ଫେରିବା ପୂର୍ବରୁ ମହାକାଶରେ ଖୁସିରେ ଝୁମି ଉଠିଛନ୍ତି ସୁନିତା ୱିଲିୟମ। ୯ ମାସ ମହାକାଶରେ ଫସିରହିବା ପରେ, ମାଟିକୁ ଫେରିବା ପୂର୍ବର ଖୁସି ଆଜି ସ୍ପଷ୍ଟ ବାରି ହୋଇ ପଡ଼ିଥିଲା ସୁନୀତା ୱିଲିୟମ୍ସଙ୍କ ମୁହଁରେ । ତାଙ୍କୁ ପୃଥିବୀକୁ ଫେରାଇ ଆଣିବା ପାଇଁ ଯାଇଥିବା ଡ୍ରାଗନ୍ ସ୍ପେଶକ୍ରାଫ୍ଟର ଡକିଂ ସଫଳ ହୋଇଛି ।

ପୃଥିବୀରୁ ଯାଇଥିବା ନୂଆ ୪ ମହାକାଶଚାରୀଙ୍କୁ ସ୍ବାଗତ କରିଥିଲେ ସୁନୀତା ଓ ତାଙ୍କ ସାଥି ୱିଲମୋର । ପୃଥିବୀ ପୃଷ୍ଠରୁ ୪ଶହ କିଲୋମିଟର ଉପରେ ବୁଲୁଥିବା ଇଣ୍ଟରନ୍ୟାସନାଲ ସ୍ପେଶ୍ ଷ୍ଟେସନକୁ ଗତବର୍ଷ ଜୁନରେ ମାତ୍ର ୮ ଦିନ ପାଇଁ ଯାଇଥିଲେ ଏହି ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା । ହେଲେ ତାଙ୍କ ମହାକାଶଯାନ ବୋଇଂ ଷ୍ଟାରଲାଇନରରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା । ଫଳରେ ତାଙ୍କୁ ୮ ଦିନ ବଦଳରେ ୯ ମାସ ଫସି ରହିବାକୁ ପଡ଼ିଲା ସ୍ପେଶ୍ ଷ୍ଟେସନ ଭିତରେ ।

ତାଙ୍କୁ ପୃଥିବୀକୁ ଫେରାଇ ଆଣିବା ପାଇଁ ବାରମ୍ବାର ମିଶନ୍ ପ୍ଲାନ୍ ହେଉଥିଲା, ଓ ପ୍ରମୁହୂର୍ତ୍ତରେ ପୁଣି ସେସବୁ ସ୍ଥଗିତ ରହୁଥିଲା । ଯାହାକି ସୁନୀତାଙ୍କ ସଂପର୍କୀୟ ଓ ଶୁଭେଚ୍ଛୁଙ୍କ ମନରେ ଚିନ୍ତା ଓ ଆଶଙ୍କା ବଢ଼ାଇଥିଲା । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି ସ୍ପେଶ୍ ଏକ୍ସ କ୍ରୁ-ଟେନ୍ ମିଶନର ଡ୍ରାଗନ୍ ସ୍ପେଶକ୍ରାଫ୍ଟ । ଏଥିରେ ଆମେରିକା, ଜାପାନ ଓ ଋଷର ୪ ଜଣ ମହାକାଶଚାରୀ ସ୍ପେଶ ଷ୍ଟେସନକୁ ଯାଇଛନ୍ତି । ଏହା ସୁନୀତା ଓ ବୁଚଙ୍କ ସମେତ ମୋଟ ୪ ଜଣଙ୍କୁ ଧରି ପୃଥିବୀ ଫେରିବ ବୋଲି ସୂଚନା ରହିଛି । ଆସନ୍ତା ୧୯ ତାରିଖରେ ସୁନୀତା ଫ୍ଲୋରିଡ଼ା ତଟରେ ଓହ୍ଲାଇପାରନ୍ତି ବୋଲି ଆଶା କରାଯାଉଛି ।

Leave a comment

Your email address will not be published. Required fields are marked *