Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସ୍ୱର୍ଗଦ୍ୱାରରେ ପଞ୍ଚଭୂତରେ ବିଲୀନ ହେଲେ ଗୋକୁଳାନନ୍ଦ

ସ୍ୱର୍ଗଦ୍ୱାରରେ ପଞ୍ଚଭୂତରେ ବିଲୀନ ହେଲେ ଗୋକୁଳାନନ୍ଦ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ପୁରୀ ସ୍ୱର୍ଗଦ୍ୱାରରର ପଞ୍ଚଭୂତରେ ବିଲୀନ ହୋଇଛନ୍ତି ରାଜ୍ୟର ବିଶିଷ୍ଠ ଗଣିତଜ୍ଞ, ଉତ୍କଳ ବିଶ୍ୱ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ଼ଃ ଗୋକୁଳାନନ୍ଦ ଦାସ । ଗତକାଲି ରାତି ପ୍ରାୟ ସାଢ଼େ ଆଠଟା ବେଳେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଥିଲା । ଆଜି ତାଙ୍କ ମୃତଦେହକୁ ପୁରୀ ନିଆଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ସାନପୁଅ ପାର୍ଥସରଥୀ ଦାସ ମୁଖାଗ୍ନି ଦେଇଥିଲେ । ଯାଜପୁର ଜିଲ୍ଲା ବରୀ ନେଉଳାରେ ତାଙ୍କ ଜନ୍ମ ହୋଇଥିଲା ।

ସେ ୧୯୯୮ ରୁ ୨୦୦୧ ମସିହା ପର୍ଯ୍ୟନ୍ତ ଉତ୍କଳ ବିଶ୍ଵବିଦ୍ୟାଳୟର କୁଳପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ସେ ଶିକ୍ଷକତା କରିବା ସମୟରେ କାଲିଫର୍ଣ୍ଣିଆ, ଯୁକ୍ତରାଷ୍ଟ୍ର ଆମେରିକା ଓ ଲଣ୍ଡନର ବିଭିନ୍ନ ବିଶ୍ଵବିଦ୍ୟାକୟରେ ଭିଜିଟିଙ୍ଗ ପଫେସର ଭାବେ କାର୍ଯ୍ୟ କରିଥିଲେ । ସାରା ବିଶ୍ୱରେ ତାଙ୍କର ଦୁଇ ଶହରୁ ଉର୍ଦ୍ଧ୍ଵ ଗବେଷଣାତ୍ମକ ସନ୍ଦର୍ଭ ଓ ପ୍ରବନ୍ଧ ପ୍ରକାଶିତ ହୋଇଛି । ସେ ୧୮ଟି ପୁସ୍ତକ ରଚନା କରିଛନ୍ତି । ନିଜ ସମୟରେ ସେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧିତ ମଧ୍ୟ ହୋଇଛନ୍ତି । ଜଣେ ଅତ୍ୟନ୍ତ ମେଳାପୀ ବ୍ୟକ୍ତି ଭାବେ ସେ ସମସ୍ତଙ୍କର ପ୍ରିୟ ଥିଲେ । ନିଜ ଜନ୍ମମାଟି ବରୀ ପ୍ରତି ତାଙ୍କର ଖୁବ ଆନ୍ତରିକତା ଥିଲା । ତାଙ୍କ ଦେହାନ୍ତରେ ବରୀ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Leave a comment

Your email address will not be published. Required fields are marked *