orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ହରିପୁର ଆମ୍ବ ତୋଟାରେ ସାଙ୍ଗଠନିକ ବୈଠକ

ହରିପୁର ଆମ୍ବ ତୋଟାରେ ସାଙ୍ଗଠନିକ ବୈଠକ

ଆସନ୍ତୁ ପରିବର୍ତ୍ତନ ପାଇଁ ସଂକଳ୍ପ ନେବା-ଡ୍ୟାନି

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ ହରିପୁର ପଞ୍ଚାୟତରେ ବିଜେଡିର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଗାମି ରଣନୀତି ବିଷୟରେ ଆଲୋଚନା କରିଥିଲେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଚର୍ଚ୍ଚାରେ ଥିବା ଡ୍ୟାନିଙ୍କ ଆମ୍ବତୋଟା ରାଜନୀତି ଆଜି ପୁଣି ଦେଖିବାକୁ ମିଳିଥିଲା । ଆଡ଼ମ୍ବର ନଥିଲେ ମଧ୍ୟ କର୍ମୀଙ୍କ ଗହଳି ଦେଖିବାକୁ ମିଳିଥିଲା ଏହି ବୈଠକରେ । ନିଜ ବକ୍ତବ୍ୟରେ ପୂର୍ବତନ ମନ୍ତ୍ରୀ କହିଥିଲେ ପରିବର୍ତ୍ତନ ଆମ ଠାରୁ ବିକାଶ ଛଡାଇ ନେଇଛି, ପରିବର୍ତ୍ତନ ଆପଣ ମାନଙ୍କ ଆଖିରେ ଲୁହ ଦେଇଛି । ସୁକିନ୍ଦା ମାଟି ଏବେ ବିକାଶକୁ ଖୋଜୁଛି । ଆଗାମି ଦିନରେ ପରିବର୍ତ୍ତନ କରିବାକୁ ଆପଣ ମାନେ ସଂକଳ୍ପ ନିଅନ୍ତୁ । ଯେଉଁ ପରିବର୍ତ୍ତନ ଲୁହ ଦେଇଛି, ସେଇ ପରିଵର୍ତନ ଆପଣଙ୍କ ମୁହଁରେ ହସ ଫୁଟାଇବ । ପଞ୍ଚାୟତର ନେତୃବୃନ୍ଦ ଓ କର୍ମୀ ନିଜ ମତ ରଖି ହରିପୁର ପଞ୍ଚାୟତ ପରିବର୍ତ୍ତନ ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ମତ ଦେଇଥିଲେ ।

Leave a comment

Your email address will not be published. Required fields are marked *