Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ର୍ଜାତୀୟ > ୟୁପିଆଇ ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ର ବିରୁଦ୍ଧରେ କଂଗ୍ରେସର କଡା ଆଭିମୁଖ୍ୟ

ୟୁପିଆଇ ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ର ବିରୁଦ୍ଧରେ କଂଗ୍ରେସର କଡା ଆଭିମୁଖ୍ୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୟୁପିଆଇ କାରବାର ଉପରେ ଶୁଳ୍କ ଲଗାଇବା ପାଇଁ ପ୍ରସ୍ତୁତି ଚାଲିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏହାକୁ ବିରୋଧ କରି କଂଗ୍ରେସ ମଙ୍ଗଳବାର କେନ୍ଦ୍ର ସରକାରକୁ ତୀବ୍ର ଆକ୍ଷେପ କରିଛି । କଂଗ୍ରେସ କହିଛି ବାଣିଜ୍ୟ ଚୁକ୍ତି ଭଳି ଏହି ପ୍ରସଙ୍ଗରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଆଗରେ ଆତ୍ମସମର୍ପଣ କରିଛନ୍ତି । ରାହୁଲ ଗାନ୍ଧୀ ଦାବି କରିଛନ୍ତି ଯେ, ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ବ୍ୟବସାୟିକ ୟୁପିଆଇ କାରବାର ସଂଖ୍ୟା ମାତ୍ର ପ୍ରାୟ ୫ ପ୍ରତିଶତ ହୋଇପାରେ, କିନ୍ତୁ ମୋଟ କାରବାର ମୂଲ୍ୟରେ ଏହାର ଭାଗ ପ୍ରାୟ ୬୫ ପ୍ରତିଶତ ରହିଛି । ଶେଷରେ ଜିନିଷପତ୍ରର ଦର ବୃଦ୍ଧି ମାଧ୍ୟମରେ ଏହାର ବୋଝ ସାଧାରଣ ଗ୍ରାହକଙ୍କ ପକେଟ ଉପରେ ହିଁ ପଡ଼ିବ ।

କେନ୍ଦ୍ର ସରକାର ବ୍ୟାଙ୍କ ଏବଂ ପେମେଣ୍ଟ୍ ସିଷ୍ଟମ ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ୨,୦୦୦ ଟଙ୍କା ପର୍ଯ୍ୟନ୍ତ ୟୁପିଆଇ କାରବାର କିମ୍ବା ରୁପେ ଡେବିଟ୍ କାର୍ଡ ଜରିଆରେ ହେଉଥିବା ଦେୟ ଉପରେ କୌଣସି ଶୁଳ୍କ ନ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ୨,୦୦୦ ଟଙ୍କାରୁ ଅଧିକ କାରବାର ଉପରେ ଶୁଳ୍କ ଲାଗୁ ହେବ କି ନାହିଁ ଏବଂ ଏହି ଶୁଳ୍କ ବ୍ୟବସାୟୀମାନେ ଭରିବେ କି ନାହିଁ, ସେ ନେଇ ସରକାର କୌଣସି ସ୍ପଷ୍ଟୀକରଣ ଦେଇନାହାନ୍ତି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଜ ‘ଏକ୍ସ’ରେ ପୋଷ୍ଟ କରି କହିଛନ୍ତି, “ସରକାର କହୁଛନ୍ତି ଯେ ଗ୍ରାହକଙ୍କ ଠାରୁ କୌଣସି ଶୁଳ୍କ ନିଆଯିବ ନାହିଁ, କିନ୍ତୁ ଦୋକାନୀଙ୍କ ଉପରେ ଲାଗୁଥିବା ଏହି ଫି’ ଶେଷରେ କେଉଁଠୁ ଆସିବ ? ଦରଦାମ ବୃଦ୍ଧି ହୋଇ ଏହା ଗ୍ରାହକଙ୍କ ପକେଟରୁ ହିଁ ଯିବ ।” ସେ ଆହୁରି ଅଭିଯୋଗ କରିଛନ୍ତି ଯେ ଆମେରିକୀୟ ପେମେଣ୍ଟ କମ୍ପାନୀଗୁଡ଼ିକ ଦୀର୍ଘ ଦିନରୁ ଭାରତର ଶୂନ୍ୟ ଏମଡିଆର ନୀତିକୁ ବିରୋଧ କରିଆସୁଥିଲେ ଏବଂ ଏବେ ମୋଦୀ ସରକାର ସେହି ଦିଗରେ ନୀତି ବଦଳାଇବାକୁ ରାସ୍ତା ଖୋଲିଦେଇଛନ୍ତି । ଆମେରିକାର ଚାପ ଆଗରେ ସରକାର ମୁଣ୍ଡ ନୁଆଁଇଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି ।

ଅନ୍ୟ ପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ମଧ୍ୟ ୟୁପିଆଇ ଶୁଳ୍କକୁ ନେଇ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଯେ ସରକାର “ୟୁପିଆଇ ଉପରେ କୌଣସି ଶୁଳ୍କ ନାହିଁ” ବ୍ୟବସ୍ଥାକୁ ବଦଳାଇ କେବଳ ଦୁଇ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ଦେବା ଦିଗରେ ପାଦ ବଢ଼ାଇଛନ୍ତି । ଖଡ଼ଗେଙ୍କ ଦାବି ଅନୁଯାୟୀ, ଆଗକୁ ପାଞ୍ଚ ହଜାର ଟଙ୍କାର କାରବାର ଉପରେ ୨୫ ଟଙ୍କା ଏବଂ ୧୦ ହଜାର ଟଙ୍କା ଉପରେ ୫୦ ଟଙ୍କା ପର୍ଯ୍ୟନ୍ତ ଶୁଳ୍କ ଆଦାୟ ହେବାର ସମ୍ଭାବନା ରହିଛି । ମହଙ୍ଗା ମାଡ଼ରେ ଛଟପଟ ହେଉଥିବା ଜନତାଙ୍କୁ ଆଶ୍ୱସ୍ତି ଦେବା ବଦଳରେ ସରକାର ସେମାନଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ଲଦିବାକୁ ଯୋଜନା କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି ।

Leave a comment

Your email address will not be published. Required fields are marked *