orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ,ଆଟେଣ୍ଡାଣ୍ଟ ଅଚ୍ୟୁତାନନ୍ଦ ବାରିକଙ୍କ ମୃତ୍ୟୁ

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ,ଆଟେଣ୍ଡାଣ୍ଟ ଅଚ୍ୟୁତାନନ୍ଦ ବାରିକଙ୍କ ମୃତ୍ୟୁ

ଓଡ଼ିଶା ଲିଡ୍ସ(ଯାଜପୁର): କଟକରୁ ରୋଗୀ ଛାଡି ଫେରୁଥିଲା ବେଳେ ଗତ କାଲି ବିଳମ୍ବିତ ରାତିରେ ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ରଥିଆ ନିକଟରେ ଦଶରଥପୁର ବ୍ଲକର ୧୦୮ ଆମ୍ବୁଲାନସ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଆଟେଣ୍ଡାଣ୍ଟ ଅଚ୍ୟୁତାନନ୍ଦ ବାରିକଙ୍କ ମୃତ୍ୟୁ ହୋଇଯାଇଥିଲା । ତାଙ୍କ ଘର ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ବଉଳାଙ୍ଗ ମଧୁପୁର ଅଞ୍ଚଳରେ ।ଗତକାଲି ତାଙ୍କ ମୃତଦେହକୁ ଧର୍ମଶାଳା ଚିକିତ୍ସାଳୟରେ ରଖା ଯାଇଥିଲା ବେଳେ ଆହତ ଡ୍ରାଇଭର କୈଳାସ ପଣ୍ଡା ଏବଂ ଆଶିଷ କୁମାର ପାତ୍ର ଆହତ ହୋଇ କଟକ ବଡ ମେଡିକାଲ ସ୍ଥାନାନ୍ତର ହୋଇଥିଲେ ।

ଆଜି ଧର୍ମଶାଳା ମେଡିକାଲରେ ଅଚ୍ୟୁତଙ୍କ ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହ ମଧୁପୁର ଗ୍ରାମକୁ ଆଣାଯାଇଥିଲା । ସେଠାରେ ଶୋକାକୁଳ ପରିବେଶରେ ଗ୍ରାମ୍ୟ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ଶେଷକୃତ୍ୟ ସମୟରେ ଯାଜପୁର ଜିଲ୍ଲା ୧୦୮ ଆମ୍ବୁଲାନ୍ସ ସଂଘର ପୂର୍ବତନ ସଭାପତି ମାନସ ରଞ୍ଜନ ତ୍ରିପାଠୀ, ସମ୍ପାଦକ କାହ୍ନୁ ଚରଣ ପଣ୍ଡା, ସଦସ୍ୟ ଜ୍ଞାନ ରଞ୍ଜନ ମଲ୍ଲିକ, ସାରଦା ମହାରଣା, ଅମିୟ ଜେନା, ପ୍ରଶାନ୍ତ ସାମଲ, ଶୁଭ୍ରାଂଶୁ ମଲ୍ଲିକ, ପ୍ରଦୀପ ମଲ୍ଲିକ, ବଳରାମ ବେହେରା, ଭବାନନ୍ଦ ମିଶ୍ର, କାହ୍ନୁ ଚରଣ ପଣ୍ଡା, ଶିବ ପ୍ରସାଦ ଦାସ, ସୌଭାଗ୍ୟ ଦାସ, ଉତ୍ସବ ପାତ୍ର, ସ୍ମୃତି ସୌରଭ ଓ କ୍ଲଷ୍ଟର ଲିଡର ସୌମ୍ୟ ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟରେ ଗ୍ରାମରେ ଶୋକର ଛାୟା ଖେଳି ଯାଇଛି ।

Leave a comment

Your email address will not be published. Required fields are marked *