orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ୧୪ ବିଜେଡି କର୍ପୋରେଟରଙ୍କ ରୁଦ୍ଧଦ୍ୱାର ବୈଠକ, ସୁବାସଙ୍କ ଆସନ ପ୍ରତି ଘନଉଛି ବିପଦ

୧୪ ବିଜେଡି କର୍ପୋରେଟରଙ୍କ ରୁଦ୍ଧଦ୍ୱାର ବୈଠକ, ସୁବାସଙ୍କ ଆସନ ପ୍ରତି ଘନଉଛି ବିପଦ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ବରିଷ୍ଠ ନେତା ପ୍ରଭାତ ବିଶ୍ବାଳଙ୍କ ବାସଗୃହରର ୧୪ ଜଣ କର୍ପୋରେଟର ରୁଦ୍ଧଦ୍ୱାର ବୈଠକ କରିଛନ୍ତି । ଆସନ୍ତାକାଲି ନିଜ ପଦରୁ ଏହି ୧୪ ଜଣ କର୍ପୋରେଟର ଇସ୍ତଫା ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ପ୍ରଭାତ ବିଶ୍ୱାଳ ଓ ତାଙ୍କ ପୁତ୍ର ବିଧାୟକ ସୌଭିକ ବିଶ୍ୱାଳଙ୍କୁ ସମର୍ଥନ କରି କଟକ ଚୌଦ୍ବାର ଅଞ୍ଚଳର ଏହି କର୍ପୋରେଟର ମାନେ ଦଳ ଛାଡିବାକୁ ନିଷ୍ପତ୍ତି ନେଇଥିବା ଚର୍ଚ୍ଚା ହେଉଛି । କଟକ ଚୌଦ୍ବାର ନେତା ପ୍ରଭାତ ବିଶ୍ବାଳ ଏବଂ ସୌଭିକ ବିଶ୍ବାଳଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ ନେଇ ଏହି କର୍ପୋରେଟରମାନେ ଦଳ ଛାଡିବେ ବୋଲି କହିଛନ୍ତି ।

କଟକ ଚୌଦ୍ବାର ଅଞ୍ଚଳର କର୍ପୋରେଟର ଅରବିନ୍ଦ ଜେନା କହିଛନ୍ତି, ପ୍ରଭାତ ଏବଂ ସୌଭିକଙ୍କ ପ୍ରତି ଯେଉଁଭଳି ଅନ୍ୟାୟ ହୋଇଛି ତାକୁ ବରଦାସ୍ତ କରିହେବନି। ଖାଲି କର୍ପୋରେଟର ନୁହଁନ୍ତି କଟକ ଚୌଦ୍ବାର ଅଞ୍ଚଳର ଅନେକ ସରପଞ୍ଚ, ସମିତି ସଭ୍ୟ ମଧ୍ୟ ଦଳ ଛାଡିପାରନ୍ତି । ପ୍ରଭାତଙ୍କୁ ଯେଉଁଭଳି ଭାବେ ଦଳରୁ ବହିଷ୍କାର କରାଗଲା ତାହା ଗ୍ରହଣୀୟ ନୁହେଁ। ଦଳ କେମିତି ଆଗକୁ ଯିବ ତାକୁ ନେଇ ସବୁ ବେଳେ ଉଦ୍ୟମ କରନ୍ତି ପ୍ରଭାତ। ପ୍ରଭାତ ଏବଂ ସୌଭିକଙ୍କ ଯଦି କୁଶପୁତ୍ତଳିକା କଟକ ଚୌଦ୍ବାର ଅଞ୍ଚଳରେ ଦାହ କରାଯାଏ ତେବେ ଆମେ ମୁହାଁ ମୁହିଁ ବିରୋଧ କରିବୁ। ଆମ ପାଇଁ ପ୍ରଭାତ ବିଶ୍ବାଳ ଆଗ ତା ପରେ ଦଳ। ପ୍ରଭାତଙ୍କ ଲୋକପ୍ରିୟତା ଅଛି ତାଙ୍କୁ ଦଳରୁ ବାହାର କରାଯିବା ଠିକ ହୋଇନି ବୋଲି କହିଛନ୍ତି କର୍ପେରେଟର ବିଶ୍ବ ବନ୍ଦିତା ପଣ୍ଡା।

ସିଏମସିରେ ୫୯ ଜଣ କର୍ପୋରେଟର ଥିବା ବେଳେ ଚୌଦ୍ବାର କଟକରୁ ଅଛନ୍ତି ୧୪ ଜଣ। ବିଜେଡିର ମୋଟ କର୍ପୋରେଟର ଅଛନ୍ତି ୪୨ ଜଣ। କଂଗ୍ରେସର ୮ଜଣ କର୍ପୋରେଟର ରହିଥିଲା ବେଳେ ବିଜେପିର ୭ ଜଣ କର୍ପୋରେଟର ଅଛନ୍ତି । ଦୁଇଜଣ ସ୍ୱାଧୀନ ଭାବେ ନିର୍ବାଚିତ ହୋଇଛନ୍ତି । କଟକ ଚୌଦ୍ବାର ସବୁ କର୍ପୋରେଟରଙ୍କ ଦାୟିତ୍ବ ପ୍ରଭାତ ବିଶ୍ବାଳ ନେଇଥିବା ବେଳେ କଟକ ବାରବାଟୀର ସବୁ ରର୍ପୋରେଟଙ୍କ ଦାୟିତ୍ବ ପ୍ରଭାତ ତ୍ରିପାଠୀ ନେଇଛନ୍ତି । ଆଗକୁ ଦୁଇ ପ୍ରଭାତ ମିଶି ସିଏମସିରେ ଭୂକମ୍ପ ସୃଷ୍ଟି କରିବେ ବୋଲି ଚର୍ଚ୍ଚା ହେଉଛି । ଖୁବ ଶୀଘ୍ର ମେୟର ସୁବାସ ସିଂଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଆଗତ ହୋଇ ପାରେ ବୋଲି ଆଲୋଚନା ହେଉଛି । ଏଭଳି ହେଲେ ମେୟର ସୁବାସ ସିଂଙ୍କ ଆସନ ହରାଇବା ନିଶ୍ଚିତ । ଅନ୍ୟପକ୍ଷରେ ମେୟର ସୁବାସ ସିଂ କହିଛନ୍ତି ଜଣେ ଦୁଇ ଜଣ କର୍ପୋରେଟର ପଳାଇଲେ କିଛି ଫରକ ପଡିବନାହିଁ । ଆଗକୁ କଟକ ରାଜନୀତି ଯେ ଭିନ୍ନ ମୋଡ଼ ନେବ ଏଥିରେ ସନ୍ଦେହ ନାହିଁ ।

Leave a comment

Your email address will not be published. Required fields are marked *