Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ୧୯୯୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଅନୁଷ୍ଠିତ

୧୯୯୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଅନୁଷ୍ଠିତ

ଓଡ଼ିଶା ଲିଡ୍ସ(ଯାଜପୁର): ରାଇପୁର ସ୍ଥିତ ଭଅଁରା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ୧୯୯୮ମାଟ୍ରିକ ବ୍ୟାଚର ବନ୍ଧୁମିଳନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ବିଜୟ କୁମାର ଜେନାଙ୍କ ସଭାପତିତ୍ୱରେ ଏକ ସଭାର ଆୟୋଜନ ହୋଇଥିଲା । ଆୟୋଜିତ ସଭାରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସନ୍ତୋଷ କୁମାର ବିଶ୍ଵାଳ, ଚକ୍ରଧର ବାରିକ, ଅରୁଣ କୁମାର ବିଶ୍ୱାଳ, ମହେଶ୍ୱର ପଲାଇ, ସେକ ଆବେଦିନ, ସୁଧୀର କର, ଗୋପୀନାଥ ପାଢ଼ୀ, ନାରାୟଣ ଦାସ, ଶିକ୍ଷାକର୍ମଚାରୀ ବିରଞ୍ଜି ନାରାୟଣ ପଣ୍ଡା, କୃପାସିନ୍ଧୁ ମଲ୍ଲିକ, ମୁକୁନ୍ଦ ଦାସ ପ୍ରମୁଖ ଉପସ୍ଥିତ ରହି ପୁରାତନ ଛାତ୍ରଛାତ୍ରୀଙ୍କ ସହିତ ଦୀର୍ଘ ୨୭ ବର୍ଷର ସ୍ମୃତି ଚାରଣ କରିଥିଲେ ।

ଏହି ଅବସରେରେ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ଛାତ୍ରଛାତ୍ରୀ ମାନେ ମଧ୍ୟ ବିଦ୍ୟାଳୟ ସମୟର ସ୍ମୃତି ସାଉଁଟିଥିଲେ । କାର୍ଯ୍ୟକ୍ରମକୁ ପୁରାତନ ଛାତ୍ର ବିଶ୍ୱଭୂଷଣ ଜେନା, ବିବେକାନନ୍ଦ ଜେନା, ଲଲାଟେନ୍ଦୁ ବାରିକ, ପିତାମ୍ବର ସ୍ୱାଇଁ, କମ୍ଭୁନାଥ ପରମାଣିକ, ଅମୁଲ୍ୟ ମୁଦୁଲି, ସୁବାସ ଚନ୍ଦ୍ର ଜେନା, ଛାତ୍ରୀ ସୀମାରାଣୀ ମିଶ୍ର, ଅନୁସୟା ଦାଶ, ଝୁନା ମହାନ୍ତି, ସାଗରିକା ଖୁଣ୍ଟିଆ, ଅନିତା ସ୍ୱାଇଁ, ପଦ୍ମିନୀ ଓଝା ଓ ଅନ୍ୟମାନେ ପରିଚାଳନା କରିଥିଲେ l

Leave a comment

Your email address will not be published. Required fields are marked *