orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଆନ୍ତର୍ଜାତୀୟ > ୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ ୭ ମାସ ମଧ୍ୟରେ ଆମେରିକା ୧୭ ଶହରୁ ଉର୍ଦ୍ଧ୍ଵ ଭାରତୀୟ ନାଗରିକଙ୍କୁ ତା ଦେଶରୁ ବିଦା କରିଛି । ଏ ମାନଙ୍କ ମଧ୍ୟରେ ୧୪୧ ଜଣ ମହିଳା ବି ସାମିଲ ଅଛନ୍ତି । ଏ ନେଇ ଲୋକସଭାରେ ସୂଚନା ଦେଇଛନ୍ତି ବିଦେଶ ରାଷ୍ଟ୍ର ମନ୍ତ୍ରୀ କିର୍ତ୍ତୀ ବର୍ଦ୍ଧନ ସିଂ । ସିଂ କହିଛନ୍ତି ୨୦୨୦ରୁ ୨୦୨୪ ମଧ୍ୟରେ ୫ ହଜାର ୫ଶହ ୪୧ ଭାରତୀୟଙ୍କୁ ଆମେରିକାରୁ ବିଦା କରାଯାଇଥିଲା ।

ଚଳିତ ବର୍ଷ ୨୨ ଜୁଲାଇ ପର୍ଯ୍ୟନ୍ତ ଆମରିକାରୁ ବାହାର କରାଯାଇଥିବା ଭାରତୀୟଙ୍କ ସଂଖ୍ୟା ୧୭,୦୩ ଥିବା ସେ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ବ୍ରିଟେନ୍‌ରୁ ଗତ ୫ ବର୍ଷ ମଧ୍ୟରେ ୩୧୧ ଭାରତୀୟଙ୍କୁ ବିଦା କରାଯାଇଥିଲା । ୨୦୨୫ରେ ଏହି ସଂଖ୍ୟା ୧୩୧ରେ ପହଞ୍ଚିଛି । ସରକାରୀ ତଥ୍ୟ ଅନୁସାରେ ୧୭୦୩ ଭାରତୀୟଙ୍କ ମଧ୍ୟରୁ ସବୁଠାରୁ ଅଧିକ ୬୨୦ ଜଣ କେବଳ ପଞ୍ଜାବରୁ ରହିଛନ୍ତି । ଏହା ପରେ ହରିୟାଣାରୁ ୬୦୪ ଜଣ, ଗୁଜୁରାଟରୁ ୨୪୫ ଜଣ ଏବଂ ଜାମ୍ମୁକଶ୍ମୀରରୁ ୧୦ ଜଣଙ୍କୁ ଆମେରିକାରୁ ବାହାର କରାଯାଇଛି । ମନ୍ତ୍ରୀଙ୍କ ସୂଚନା ଅନୁସାରେ ଯେଉଁ ୧୭୦୩ ଜଣ ଭାରତୀୟଙ୍କୁ ଆମେରିକାରୁ ବାହାର କରାଯାଇଛି ସେମାନଙ୍କ ମଧ୍ୟରୁ ୧୫୬୨ ପୁରୁଷ ଓ ୧୪୧ ମହିଳା ଅଛନ୍ତି ।

Leave a comment

Your email address will not be published. Required fields are marked *