orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > ୮୭୯ ପଏଣ୍ଟ ସହିତ ଆଇସିସି ଟେଷ୍ଟ୍‌ ମାନ୍ୟତା ଶୀର୍ଷରେ ବୁମରା

୮୭୯ ପଏଣ୍ଟ ସହିତ ଆଇସିସି ଟେଷ୍ଟ୍‌ ମାନ୍ୟତା ଶୀର୍ଷରେ ବୁମରା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଇସିସି ପୁରୁଷ ଟେଷ୍ଟ୍‌ ବୋଲିଂ ମାନ୍ୟତାରେ ୮୭୯ ପଏଣ୍ଟ ସହିତ ଶୀର୍ଷସ୍ଥାନ ବଜାୟ ରଖିଛନ୍ତି ଭାରତର ଦ୍ରୁତ ବୋଲର ଯଶପ୍ରୀତ ବୁମରା। ୮୭୯ ପଏଣ୍ଟ୍‌ ସହ ସେ ନଂ୧ରେ ରହିଥିଲା ବେଳେ ଅଷ୍ଟ୍ରେଲିଆର ମିଚେଲ୍‌ ଷ୍ଟାର୍କ ୮୩୮ ପଏଣ୍ଟ୍‌ ସହ ଦ୍ବିତୀୟ ସ୍ଥାନରେ, ନ୍ୟୁଜିଲାଣ୍ଡର ମ୍ୟାଟ୍‌ ହେନେରୀ ୮୩୬ ପଏଣ୍ଟ୍‌ ସହ ତୃତୀୟ ସ୍ଥାନରେ ରହିଛନ୍ତି। ସେହିପରି ବ୍ୟାଟିଂ ରେ ୮୮୦ ପଏଣ୍ଟ୍‌ ସହ ପୁରୁଷ ଟେଷ୍ଟ ବ୍ୟାଟିଂ ମାନ୍ୟତାର ଶୀର୍ଷରେ ଅଛନ୍ତି ଇଂଲଣ୍ଡର ଜୋ ରୁଟ୍‌ । ୮୫୭ ପଏଣ୍ଟ୍‌ ସହ ଦ୍ବିତୀୟ ସ୍ଥାନରେ ଅଛନ୍ତି ହ୍ୟାରୀ ବ୍ରୁକ୍‌ ଓ ୮୫୩ ପଏଣ୍ଟ୍‌ ପାଇ ତୃତୀୟରେ ଅଛନ୍ତି ଟ୍ରାଭିସ୍‌ ହେଡ୍‌। ବ୍ୟାଟିଂ ମାନ୍ୟତାରେ ଭାରତର ଯଶସ୍ବୀ ଜୟସ୍ବାଲ ଅଷ୍ଟମ ଓ ଶୁବମନ ଗିଲ୍‌ ନବମ ସ୍ଥାନରେ ରହିଛନ୍ତି । ଭାରତ ୨୦୨୬ କ୍ୟାଲେଣ୍ଡର ବର୍ଷରେ ଏପର୍ଯ୍ୟନ୍ତ ଗୋଟିଏ ବି ବିଶ୍ବ ଟେଷ୍ଟ୍‌ ଚାମ୍ପିଅନ୍‌ସିପ୍‌ ମ୍ୟାଚ୍‌ ଖେଳିନାହିଁ। ଭାରତ ନିଜର ଶେଷ ଟେଷ୍ଟ୍‌ ଗତ ବର୍ଷ ନଭେମ୍ବର ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିଥିଲା।

Leave a comment

Your email address will not be published. Required fields are marked *