Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ର୍ଜାତୀୟ > ୮୯ବର୍ଷ ବୟସରେ କିମ୍ବଦନ୍ତୀ କଳାକାର ଧର୍ମେନ୍ଦ୍ରଙ୍କ ଦେହାନ୍ତ, ସାରା ଦେଶରେ ଶୋକର ଛାୟା

୮୯ବର୍ଷ ବୟସରେ କିମ୍ବଦନ୍ତୀ କଳାକାର ଧର୍ମେନ୍ଦ୍ରଙ୍କ ଦେହାନ୍ତ, ସାରା ଦେଶରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ଦିନର ଅସୁସ୍ଥତା ପରେ ବଲିଉଡର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ରଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଭିଲେ ପାର୍ଲେ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାଯାଇଛି । କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଗୁଜବ ହୋଇଥିଲା। ହେଲେ ପରିବାର ଲୋକେ ସେ ଜୀବିତ ଥିବା ସ୍ପଷ୍ଟ କରିଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ଚିକିତ୍ସାଳୟରୁ ଘରକୁ ଅଣାଯାଇଥିଲା। ଘରେ କିଛି ଦିନ ରହିବା ପରେ ଆଜି ତାଙ୍କର ଦେହାନ୍ତ ହୋଇଛି।

ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପରେ ବଲିଉଡ ସହିତ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଶେଷ ଦର୍ଶନ ପାଇଁ ବାସ ଭବନକୁ ଅନେକ ସେଲିବ୍ରିଟି ଆସି ପହଞ୍ଚିଛନ୍ତି । ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଅଛନ୍ତି ।

ନିଶ୍ୱାସ ପ୍ରଶ୍ବାସ ନେବାରେ କଷ୍ଟ ହେଉଥିଲା
ଶ୍ୱାସକ୍ରିୟାରେ ଅସୁବିଧା ଯୋଗୁ ଧର୍ମେନ୍ଦ୍ରଙ୍କୁ କିଛି ଦିନ ତଳେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖା ଯାଇଥିଲା । ବହୁ ବଲିଉଡ ଷ୍ଟାର ଧର୍ମେନ୍ଦ୍ରଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ପାଇଁ ହସ୍ପିଟାଲକୁ ଆସିଥିଲେ। ଏହା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ବହୁ ଯୁଗାନ୍ତକାରୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ନିଜ ଅଭିନୟର ଛାପ ଛାଡିଛନ୍ତି । ସୋଲେ ଚଳଚ୍ଚିତ୍ର ପାଇଁ ସେ ସବୁ ଦିନ ଚଳଚ୍ଚିତ୍ର ପ୍ରେମୀଙ୍କ ମନେ ରହିବେ ।

Leave a comment

Your email address will not be published. Required fields are marked *