orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ୮ ମାସରେ ୧୬ ଶହ ମହିଳା ଅତ୍ୟାଚାରର ଶିକାର ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ଗଠନ କଲା କଂଗ୍ରେସ

୮ ମାସରେ ୧୬ ଶହ ମହିଳା ଅତ୍ୟାଚାରର ଶିକାର ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ଗଠନ କଲା କଂଗ୍ରେସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟିର ନୂତନ ସଭାପତି ଭାବେ ବରିଷ୍ଠ ନେତା ଭକ୍ତ ଚରଣ ଦାସ ଦାୟିତ୍ୱ ନେଲା ପରେ କଂଗ୍ରେସ ଗତିଶୀଳ ହୋଇଥିବା ପରିଲକ୍ଷିତ ହୋଇଛି । ଆହତ ହୋଇ ଚିକିତ୍ସିତ ହେଉଥିବା ଭକ୍ତ କଂଗ୍ରେସର ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ଗଠନ କରିଛନ୍ତି । ବିଜେପି କ୍ଷମତାକୁ ଆସିବା ପରେ ମାତ୍ର ଆଠ ମାସ ମଧ୍ୟରେ ରାଜ୍ୟର ୧୬ ଶହ ମହିଳା ଅତ୍ୟାଚାରର ଶିକାର ହୋଇଛନ୍ତି । ଯାହା ଦିନକୁ ଦିନ ବଢି ଚାଲିଛି । ଦୈନିକ ପ୍ରାୟ ୭ ଜଣ ମହିଳା ଅତ୍ୟାଚାରର ଶିକାର ହେଉଥିଲା ବେଳେ ଏହାର କାରଣ ଖୋଜିବାକୁ କଂଗ୍ରେସ ପକ୍ଷରୁ ଏହି ଟିମ ଗଠନ କରାଯାଇଛି । ପୂର୍ବତନ ମନ୍ତ୍ରୀ ନଗେନ୍ଦ୍ର ପ୍ରଧାନ କମିଟିର ମୁଖ୍ୟ ରହିଥିଲା ବେଳେ କମିଟିରେ ସଦସ୍ୟ ଭାବେ ପୂର୍ବତନ ବିଧାୟକ ସୁଜିତ କୁମାର ପାଢୀ, ବିଧାୟିକା ସୋଫିଆ ଫିରଦୋଶ, ବିଧାୟକ ସତ୍ୟଜିତ ଗମାଙ୍ଗ, ଅଖିଳ ଭାରତ ମହିଳା କଂଗ୍ରେସ ସମ୍ପାଦିକା ସସ୍ମିତା ବେହେରା, ମାନସ ମଲ୍ଲିକ ଓ ଡା ଲିପିକା ମାଝୀ ମନୋନୀତ ହୋଇଛନ୍ତି । ଉକ୍ତ କମିଟି ବିଭିନ୍ନ ଜିଲ୍ଲା ଗସ୍ତ କରି ତଥ୍ୟ ସଂଗ୍ରହ କରିବ ।

Leave a comment

Your email address will not be published. Required fields are marked *