orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜନୀତି > ଦିଲ୍ଲୀ ପରେ ବିଜେପିର ବିହାର ଦଖଲ ଯୋଜନା: ନିର୍ବାଚନ ଆଗରୁ ନଡ୍ଡା-ନୀତୀଶ ଭେଟଘାଟ

ଦିଲ୍ଲୀ ପରେ ବିଜେପିର ବିହାର ଦଖଲ ଯୋଜନା: ନିର୍ବାଚନ ଆଗରୁ ନଡ୍ଡା-ନୀତୀଶ ଭେଟଘାଟ

ପାଟନା: ବିହାର ନିର୍ବାଚନକୁ ନେଇ ଜୋରଦାର ଚର୍ଚ୍ଚା । ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇନି କି ଏନେଇ କୌଣସି ଦଳ ପକ୍ଷରୁ ପ୍ରଚାର ବି ଆରମ୍ଭ ହୋଇନି । ହେଲେ ଏବେଠୁ ସରଗରମ ହେଲାଣି ରାଜନୀତି । ଗତ ୨ ମାସ ହେଲାଣି ଚର୍ଚ୍ଚା ହେଉଛି କି, ନୀତୀଶ କୁମାର ଏନଡିଏ ମେଣ୍ଟ ଛାଡ଼ି ଇଣ୍ଡି ମେଣ୍ଟରେ ଯୋଗ ଦେବେ । ବିଧାନସଭା ନିର୍ବାଚନ ଲଢିବେ । ଚର୍ଚ୍ଚାକୁ ଆହୁରି ଖୋରାକ ଯୋଗାଇଥିଲା ଯେତେବେଳେ ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ସମୟରେ ନୀତିଶ ଦିଲ୍ଲୀ ଯାଇଥିଲେ ହେଲେ ବିଜେପି ନେତାଙ୍କ ସହ ଆଦୌ କଥା ହୋଇନଥିଲେ କିନ୍ତୁ କଂଗ୍ରେସ ନେତାଙ୍କ ସହ ଆଲୋଚନା କରିଥିଲେ । ଏହାରି ଭିତରେ ଗୃହମନ୍ତ୍ରୀ ଅମିତ୍‌ ଶାହ ବିହାର ଗସ୍ତରେ ଯାଇଥିଲେ । ଏବେ କିନ୍ତୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ନୀତୀଶ ଭେଟିବା ପରେ ଚର୍ଚ୍ଚା ଜୋର ଧରିଛି । 

ନଡ୍ଡାଙ୍କ ବିହାର ଗସ୍ତ ସମୟରେ ହଠାତ୍‌ ତାଙ୍କୁ ଭେଟିବାକୁ ପହଞ୍ଚିଥିଲେ ନୀତୀଶ କୁମାର । କେବଳ ନୀତୀଶ କୁମାର ନୁହେଁ ବରଂ ତାଙ୍କ ସହ ମନ୍ତ୍ରୀମାନେ ମଧ୍ୟ ନଡ୍ଡାଙ୍କ ସହ ସାକ୍ଷାତ କରିଛନ୍ତି । ବନ୍ଦ ଘରେ ହୋଇଥିବା ବୈଠକରେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି । ଆଉ ଏହି ଆଲୋଚନା ବଡ଼ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି । 

କାରଣ ନିର୍ବାଚନକୁ ହାତରେ କମ୍‌ ସମୟ ଥିବା ବେଳେ ମୋଦୀ ଓ ନଡ୍ଡା ନୀତୀଶଙ୍କୁ କି ପ୍ରକାର ରାଜନୈତିକ ଟ୍ୟୁସନ କଲେ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଗୁରୁତ୍ବପୂର୍ଣ୍ଣ କଥା ହେଲା, ଏହି ବୈଠକରେ ଗୋଟିଏ ସୋଫା ଉପରେ ଦୁଇ ନେତା ଏକା ସାଙ୍ଗରେ ବସିଥିଲେ । ତେଣୁ କୁହାଯାଇପାରେ ଉଭୟ ଏହା ବାର୍ତ୍ତା ଦେବାକୁ ଚାହୁଁଥିଲେ କି, ଆମ ଭିତରେ ସବୁକିଛି ଠିକ୍‌ଠାକ୍‌ ଚାଲିଛି । 

Leave a comment

Your email address will not be published. Required fields are marked *