orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ରାଜ୍ୟ > ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ଦନ୍ତା: ବନ ବିଭାଗର ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ଦନ୍ତା: ବନ ବିଭାଗର ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଅନ୍ତର୍ଗତ କାଦୋମାଳି ଗାଁରେ ଏକ ଦନ୍ତାହାତୀ ଘର ଭାଙ୍ଗିବା ସହ ବୃଦ୍ଧ ଦମ୍ପତିଙ୍କୁ ଦଳିଦେଇଛି। ସୂଚନା ଅନୁସାରେ, ଲାଖବାହାଲି ପଞ୍ଚାୟତ ଦୋରାସାର୍ଲି ଗାଁର ଦୁଇଟି ପରିବାର କିଛି ବର୍ଷ…
ସୂଚନା ଅନୁସାରେ, ଲାଖବାହାଲି ପଞ୍ଚାୟତ ଦୋରାସାର୍ଲି ଗାଁର ଦୁଇଟି ପରିବାର କିଛି ବର୍ଷ ହେବ କାଦୋମାଳିରେ ଥିବା ତାଙ୍କ ଚାଷଜମିରେ ଘର କରି ରହି ଆସୁଛନ୍ତି। ଶନିବାର ରାତିରେ ଏକ ଦନ୍ତାହାତୀ ଆସି ମୁଗାନା ମାଝୀ (୭୦)ଙ୍କ ଘର ଭାଙ୍ଗି ଦେଇଥିଲା। ଭୟରେ ମୁଗାନା ଓ ତାଙ୍କ ସ୍ତ୍ରୀ ଗାଦ ମାଝୀ (୬୬) ଘରୁ ବାହାରି ଆସିବାରୁ ହାତୀ ଉଭୟଙ୍କୁ ଦଳି ଦେବା ସହ ଖଣ୍ଡବିଖଣ୍ଡିତ ମୃତଶରୀରକୁ ଏଣେତେଣେ ଫୋପାଡ଼ିଥିଲା। ତେବେ ମୁଗାନାଙ୍କ ସାନଭାଇ ସାଧୁ ମାଝୀ ଓ କୁଲୁ ମାଝୀ ଜୀବନ ବିକଳରେ ଦୌଡ଼ି ପଳାଇବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। 

ସେମାନଙ୍କଠାରୁ ଖବର ପାଇ ରବିବାର ସକାଳେ ବିଜେପୁର ଫରେଷ୍ଟର ପଦ୍ମଲୋଚନ ଶବର, ମୂଷାନାଳ ଫରେଷ୍ଟର ଚିନ୍ତାମଣି ମାଝୀ, ଲାଞ୍ଜିଗଡ଼ ଫରେଷ୍ଟଗାର୍ଡ ଗିରିଧାରୀ ଗଉଡ଼, ବିଜେପୁର ଥାନା ଅଧିକାରୀ ନୀଳାମ୍ବର ଜାନୀ, ଏସ୍‌ଆଇ ଶ୍ୟାମ କୁଲଶିକା ଘଟଣାସ୍ଥଳରେ ପହଞ୍ଚିଥିଲେ। ବିଶ୍ୱନାଥପୁର ରେଞ୍ଜର ବିଭିନ୍ନ ସେକ୍ସନ୍‌ରେ କର୍ମଚାରୀ ନଥିବା, ହାତୀ ସ୍କ୍ବାଡ୍‌ରୁ ବହୁ କର୍ମଚାରୀଙ୍କୁ ବାହାର କରିଦିଆଯିବା ଫଳରେ ହାତୀମାନଙ୍କ ଗତିବିଧି ଉପରେ ପୂର୍ବଭଳି ନଜର ରଖିବା ସମ୍ଭବ ହେଉନାହିଁ। ତେଣୁ ବନ ବିଭାଗର ଚରମ ଅବହେଳା ଯୋଗୁଁ ହାତୀ-ମଣିଷ ମୁହାଁମୁହିଁ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। 

Leave a comment

Your email address will not be published. Required fields are marked *