Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଆନ୍ତର୍ଜାତୀୟ > ୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ଡୋନାଲ୍ଡ ଟ୍ରମ୍ପ୍‌ ରୁଷିଆର ଗୁପ୍ତଚର ନିଯୁକ୍ତ ହୋଇଥିଲେ ବୋଲି କେଜିବିର ପୂର୍ବତନ ଅଫିସର ଅଲ୍‌ନୁର ମୁସାୟେଭ୍‌ ଅଭିଯୋଗ ଆଣି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେତେବେଳେ ଟ୍ରମ୍ପ୍‌ଙ୍କ କୋଡ୍‌ ନେମ୍‌ ‘କ୍ରାସ୍‌ନୋଭ୍‌’ ରଖାଯାଇଥିଲା। ମୁସାୟେଭ୍‌ଙ୍କ ଏହି ଅଭିଯୋଗକୁ ନେଇ ଗଣମାଧ୍ୟମରେ ଜୋର୍‌ଦାର ଚର୍ଚ୍ଚା ହେଉଛି। ଉକ୍ତ ଗୋଇନ୍ଦା ବିଭାଗରେ ଉଚ୍ଚ ପଦବୀରେ ଥିବା କାଜାକିସ୍ତାନୀ ଅଫିସର ମୁସାୟେଭ୍‌ କହିଛନ୍ତି, ୮୦ ଦଶକର ଶେଷ ଭାଗରେ ପୁଞ୍ଜିବାଦ ଜଗତରେ ପ୍ରବେଶ ପାଇଁ ସୋଭିଏତ୍‌ ୟୁନିୟନ ଟ୍ରମ୍ପ୍‌ଙ୍କ ଭଳି ପାଶ୍ଚାତ୍ୟ ଉଦ୍ୟୋଗୀମାନଙ୍କୁ ଟାର୍ଗେଟ କରିଥିଲା। ରିଅଲ୍‌ ଇଷ୍ଟେଟ୍‌ ବ୍ୟବସାୟୀ ଟ୍ରମ୍ପ୍‌ ମସ୍କୋରେ ସମ୍ଭାବ୍ୟ ବ୍ୟବସାୟ ସୁଯୋଗ ବିଶେଷକରି ହୋଟେଲ୍‌ ଖୋଲିବା ପାଇଁ ୧୯୮୭ରେ ସୋଭିଏତ୍‌ ୟୁନିୟନ ଯାଇଥିଲେ। ତେବେ ସୋଭିଏତ୍‌ ନେତାମାନଙ୍କ ସହ ତାଙ୍କର ବୈଠକ କେବଳ ବ୍ୟାବସାୟିକ ନ ଥିଲା। ତାଙ୍କ ଗସ୍ତର ପ୍ରକୃତ ଉଦ୍ଦେଶ୍ୟ ସୋଭିଏତ୍‌ ଗୋଇନ୍ଦା ଏଜେଣ୍ଟ ଭାବେ ତାଲିକାଭୁକ୍ତ ହେବା ଥିଲା ବୋଲି ମୁସାୟେଭ୍‌ କହିଛନ୍ତି। ୮୦ ଦଶକର ଗୋଇନ୍ଦା ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ, ଖ୍ୟାତନାମା ପାଶ୍ଚାତ୍ୟ ବ୍ୟକ୍ତିଙ୍କୁ ଗୁପ୍ତଚର ବା ସୂଚନାଦାତା ଭାବେ ନିଯୁକ୍ତି ପାଇଁ କେଜିବି ସକ୍ରିୟ ଭାବେ ଉଦ୍ୟମ ଚଳାଇଥିଲା। ଟ୍ରମ୍ପ୍‌ଙ୍କ କେଜିବି ଫାଇଲ ଏବେ ବି ଖୋଲା ରହିଛି ଏବଂ ତାଙ୍କ ଘନଷ୍ଠ ବନ୍ଧୁ ତଥା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଏହାକୁ ପରିଚାଳନା କରୁଛନ୍ତି ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଯଦିଓ ମୁସାୟେଭଙ୍କ ଅଭିଯୋଗର କୌଣସି ପ୍ରମାଣ ନାହିଁ, ଟ୍ରମ୍ପ୍‌ ସୋଭିଏଟ୍‌ର ଏକ ଆସେଟ୍‌ ବୋଲି ପୂର୍ବରୁ ରହିଥିବା ଧାରଣାକୁ ଏହା ଜାଗ୍ରତ କରିଛି। ତେବେ ଟ୍ରମ୍ପ୍‌ ଅଭିଯୋଗକୁ ଖଣ୍ଡନ କରିଛନ୍ତି।

Leave a comment

Your email address will not be published. Required fields are marked *