Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ମନୋରଞ୍ଜନ > ଛାଡ଼ପତ୍ର ଖବର ମଧ୍ୟରେ ଗୋବିନ୍ଦାଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ

ଛାଡ଼ପତ୍ର ଖବର ମଧ୍ୟରେ ଗୋବିନ୍ଦାଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ

ଗୋବିନ୍ଦା ଏବେ ଜଣେ ମରାଠୀ ଅଭିନେତ୍ରୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିବା ଚର୍ଚ୍ଚା ହେଉଛି। ଏହି କାରଣରୁ ସେ ନିଜ ପତ୍ନୀଙ୍କୁ ଛାଡ଼ପତ୍ର ଦେବାକୁ ଯୋଜନା ମଧ୍ୟ କରୁଛନ୍ତି ବୋଲି ସାମ୍ନାକୁ ଆସିଛି। ଏହି ଚର୍ଚ୍ଚା ମଧ୍ୟରେ ଗୋବିନ୍ଦାଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ସୂଚନା ଅନୁଯାୟୀ, ଗୋବିନ୍ଦା ମୋଟ ୧୫୧କୋଟି ଟଙ୍କାର ମାଲିକ ଅଟନ୍ତି। ବର୍ଷକୁ ସେ ୧୬କୋଟି ଟଙ୍କା ଆୟ କରୁଥିବା ବେଳେ ବିଭିନ୍ନ ବିଜ୍ଞାପନ ପ‌ାଇଁ ସେ ୨କୋଟି ପାରିଶ୍ରମିକ ନେଉଥିବା ଜଣାଯାଇଛି। ଯଦି ରିପୋର୍ଟକୁ ବିଶ୍ବାସ କରାଯାଏ, ତେବେ ଅଭିନେତା ମୁମ୍ବାଇରେ ଦୁଇଟି ବିଳାସପୂର୍ଣ୍ଣ ଏବଂ ମହଙ୍ଗା ସମ୍ପତ୍ତିର ମାଲିକ ଅଟନ୍ତି | ଏଥିମଧ୍ୟରୁ ଗୋଟିଏ ଜୁହୁର ରୁଇଆ ପାର୍କରେ ଥିବାବେଳେ ଅନ୍ୟଟି ମଡ୍ ଦ୍ୱୀପରେ ରହିଛି । ତାଙ୍କ ଘରର ଆନୁମାନିକ ମୂଲ୍ୟ ପ୍ରାୟ ୧୬କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହା ବ୍ୟତୀତ ସେ ଅନେକ ରିଅଲ୍ ଇଷ୍ଟେଟ୍ ସମ୍ପତ୍ତିରେ ବିପୁଳ ପୁଞ୍ଜି ବିନିଯୋଗ କରିଛନ୍ତି |

ଗୋଟାଏ ଫିଲ୍ମ କରିବା ପାଇଁ ଗୋବିନ୍ଦା ପ୍ରାୟ ୫-୬କୋଟି ଟଙ୍କା ପାରିଶ୍ରମିକ ନିଅନ୍ତି। ତାଙ୍କର ଅନେକ ବିଳାସପୂର୍ଣ୍ଣ ଏବଂ ମହଙ୍ଗା କାର ଅଛି, ଯେଉଁଥିରେ ମିଟସୁବିସି ଲାନ୍ସର୍, ଫୋର୍ଡ ଏଣ୍ଡେଆଭର୍ ଭଳି କାର ଅନ୍ତର୍ଭୁକ୍ତ |

Leave a comment

Your email address will not be published. Required fields are marked *