Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ଅମରଙ୍କ ତେରଛା ବାଣ, ଲୋକ ମୁହଁ ମୋଡିଦେଲା ପରେ ଖୋଜୁଛନ୍ତି ବିଜୁ ଲିଗାସୀ

ଅମରଙ୍କ ତେରଛା ବାଣ, ଲୋକ ମୁହଁ ମୋଡିଦେଲା ପରେ ଖୋଜୁଛନ୍ତି ବିଜୁ ଲିଗାସୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ: ଗତ ନିର୍ବାଚନରେ ବରିଷ୍ଠ ତଥା ଅନୁଭବୀ ନେତା ଅମର ପ୍ରସାଦ ଶତପଥୀଙ୍କୁ ବିଜେଡି ଅଣଦେଖା କରିଥିଲା । ସେବେଠାରୁ ଦଳ ଛାଡି ନଥିଲେ ବି ଦଳଠାରୁ ଦୂରତା ରକ୍ଷା କରୁଛନ୍ତି ଅମର । ଗତ ବିଜୁ ପଟ୍ଟନାୟକ ଜୟନ୍ତୀରେ ତେରଛା ବାଣ ମାରିଛନ୍ତି ଅମର । ସେ କହିଛନ୍ତି ବିଜେଡ଼ି ଗଠନ ହୋଇଥିଲା ବିଜୁ ବାବୁଙ୍କ ନାଁରେ। ଦଳ ଗଠନର ଉଦ୍ଦେଶ୍ୟ ଥିଲା ବିଜୁ ବାବୁଙ୍କ ସ୍ଵପ୍ନ ସାକାର କରିବା ସହିତ ତାଙ୍କ ବିଚାର ଓ ଆଦର୍ଶକୁ କାର୍ଯ୍ୟକାରୀ କରିବା। କିନ୍ତୁ ବିଡ଼ମ୍ବନାର ବିଷୟ ବିଗତ ଦିନରେ ସେଥିରେ ଅନେକ ତ୍ରୁଟି ବିଚ୍ୟୁତି ହେଲା। ଯେଉଁଥିପାଇଁ ଓଡିଶା ଲୋକେ ଦଳ ଠାରୁ ମୁହଁ ମୋଡି ଦେଲେ । ଏବେ ସେକଥା ଖୋଜିଲେ ତାର କୌଣସି ପ୍ରାସଙ୍ଗିକତା ନାହିଁ।

ବିଜୁ ଲିଗାସୀ ଓ ପଞ୍ଚାୟତିରାଜ ଦିବସ ପାଳନକୁ ନେଇ ବିଜେଡିକୁ ଏଭଳି ତେରଛା ବାଣ ମାରିଛନ୍ତି ଏକଦା ବିଜୁ ବାବୁଙ୍କର ଘନିଷ୍ଠ ଥିବା ଅମର । ବରିଷ୍ଠ ଅମର କହିଛନ୍ତି, ବିଜୁ ଲିଗାସୀକୁ କେହି ଚାହିଁଲେ ବି କାଟି ପାରିବେନି। ପଞ୍ଚାୟତିରାଜ ଦିବସ ପାଳନ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ଏବେ ଜାତୀୟ ସ୍ରୋତରେ ସାମିଲ ହୋଇଛି ରାଜ୍ୟର ବିଜେପି ସରକାର। ଏଥିରେ କୌଣସି ତ୍ରୁଟି ବିଚ୍ୟୁତି ବି ନାହିଁ । ରାଜ୍ୟ ସରକାର ପଞ୍ଚାୟତ ରାଜ ଦିବସ ତାରିଖ ପରିବର୍ତ୍ତନ କରିଥିଲେ ମଧ୍ୟ ସଠିକ ଢଙ୍ଗରେ ବିଜୁ ଜୟନ୍ତୀ ପାଳନ କରିଛନ୍ତି । ବିଜୁ ବାବୁଙ୍କୁ ସମ୍ମାନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ କରିବାକୁ କହିଛନ୍ତି । ଏହା ରାଜ୍ୟ ସରକାରଙ୍କର କୌଣସି କ୍ଷୁଦ୍ର ମାନସିକତା ନୁହେଁ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିବା ଯଥାର୍ଥ ଓ ଏଥିରେ କୌଣସି ବିଲକ୍ଷଣ ନାହିଁ ବୋଲି କହିଛନ୍ତି ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ ।

Leave a comment

Your email address will not be published. Required fields are marked *