Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ଲକ୍ଷ୍ମୀ-ନୃସିଂହ ଓ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଲକ୍ଷ୍ମୀ-ନୃସିଂହ ଓ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ବ୍ଲକ ଝାଲପଡା ପଞ୍ଚାୟତ କାକୁଡିକୁଦ- ନୀଳକଣ୍ଠପୁର ଗ୍ରାମରେ ବହୁ ଲକ୍ଷ୍ମୀ-ନୃସିଂହ ଓ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ସହିତ ଦିବ୍ୟ ଶ୍ରୀ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମଙ୍ଗଳବାର ସକାଳୁ ପଣ୍ଡିତ ଡ. ପ୍ରଭଞ୍ଜନ ପତି ନେତୃତ୍ୱରେ ପଣ୍ଡିତ ମାନେ ପୂଜାର୍ଚ୍ଚନା କରିଥିଲେ । ମୁଖ୍ୟ କର୍ତ୍ତା ଅଜୟ କୁମାର ସାହୁ ଓ ତାଙ୍କ ସହଧର୍ମିଣୀ ମଧୁଶ୍ରୀ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପୂଜା କାର୍ଯ୍ୟ ସମାପନ ହୋଇଥିଲା । ଗ୍ରାମର ଶତାଧିକ ମହିଳା ଓ ପୁରୁଷ କଳସଧାରୀ ପବିତ୍ର ବ୍ରାହ୍ମଣୀ ନଦୀରୁ ଜଳ ଉଠାଇ ଏକ ବିରାଟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ମନ୍ଦିର ଜଜ୍ଞ ମଣ୍ଡପ ନିକଟରେ କଳସ ସ୍ଥାପନ କରିଥିଲେ । ପରେ ଜଗତ କଲ୍ୟାଣ ଉଦ୍ଧେଶ୍ୟରେ ଶଙ୍ଖ, ଘଣ୍ଟ, ହୁଳହୁଳି ଧ୍ୱନି ମଧ୍ୟରେ ବିଶ୍ଵଶାନ୍ତି ମହାଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଥିଲା । ଗତ ୩ ତାରିଖ ସୋମବାର ଠାରୁ ଏହା ଆରମ୍ଭ ହୋଇଥିଲା ବେଳେ ୯ ତାରିଖ ରବିବାର ସମାପନ ହେବ।

ଉତ୍ସବର ପ୍ରଥମ ଦିବସରେ ଅଙ୍କୁରାରୋପଣ, ଦିତୀୟ ଦିବସରେ କଳସଯାତ୍ରା, ତୃତୀୟ ଦିବସରେ ସୂର୍ଯ୍ୟପୂଜା, ଗୋ-ପୂଜା ଓ ରୁଦ୍ର ମହାଯଜ୍ଞ, ଚତୁର୍ଥ ଦିବସରେ ଗୀତା ମହାଯଜ୍ଞ ଓ ଦେବତା ପ୍ରତିଷ୍ଠା, ପଞ୍ଚମ ଦିବସରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା, ଷଷ୍ଠ ଦିବସରେ ଚଣ୍ଡି ମହାଯଜ୍ଞ ଓ ସପ୍ତମ ଦିନ ରବିବାର ପୂର୍ଣ୍ଣାହୁତି ସହିତ ଶ୍ରୀ ବିଗ୍ରହଙ୍କ ନବଯୌବନ ଦର୍ଶନ ଉତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବ ଦୀର୍ଘ ୭ଦିନ ଧରି ଚାଲୁ ରହିବା ସହ ବିଭିନ୍ନ ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ଦିଆଯାଇଛି।

Leave a comment

Your email address will not be published. Required fields are marked *