Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବାଲ୍ୟ ବିବାହ ନିଷେଧ ଓ ନିୟନ୍ତ୍ରଣ ସମ୍ପର୍କିତ କର୍ମଶାଳା ଆୟୋଜିତ

ବାଲ୍ୟ ବିବାହ ନିଷେଧ ଓ ନିୟନ୍ତ୍ରଣ ସମ୍ପର୍କିତ କର୍ମଶାଳା ଆୟୋଜିତ

ଓଡ଼ିଶା ଲିଡ୍ସ(ଯାଜପୁର):ରସୁଲପୁର ବ୍ଲକ ବ୍ରହ୍ମବରଦା ଡିଗ୍ରୀ ମହାବିଦ୍ୟାଳୟରେ ମହାବିଦ୍ୟାଳୟ ଓ ଜିଲ୍ଲା ପ୍ରଶାସନ ମିଳିତ ଉଦ୍ୟମରେ ବାଲ୍ଯବିବାହ ନିଷେଧ ଓ ନିୟନ୍ତ୍ରଣ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ମହେଶ୍ୱର ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା ମୁଖ୍ଯ ଅତିଥି ଭାବରେ ଯୋଗଦାନ କରି ସାମୂହିକ ପ୍ରୟାସ ଓ ସଚେତନତା ହିଁ ବାଲ୍ଯବିବାହ ରୋକିବାର ସହାୟକ ହେବ ବୋଲି ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ଯ ବକ୍ତା ଭାବେ ବିଶିଷ୍ଠ ସ୍ତମ୍ଭକାର ତଥା ସମ୍ବାଦିକ ଓମ ପ୍ରକାଶ, ସମ୍ମାନୀତ ଅତିଥିଙ୍କ ମଧ୍ଯରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କର , ବ୍ରହ୍ମବରଦା ସରପଞ୍ଚ ମମତା ଶୁଭଦର୍ଶିନୀ ଦେଓ, ବରିଷ୍ଠ ନାଗରିକ ବିପିନ ବିହାରୀ ଦେଓ, ଶିକ୍ଷାବିତ ଆଲ୍ଲାଉଦ୍ଦିନ ଖାନ, ପ୍ରଫୁଲ୍ଲ ଗିରି ଓ ଅମୂଲ୍ଯ ରାଉତ ପ୍ରମୁଖ ଯୋଗଦେଇ ନିଜନିଜର ମତାମତ ପ୍ରଦାନ କରିଥିଲେ। ରାଜନୀତି ବିଜ୍ଞାନର ଅଧ୍ୟାପକ ସୂର୍ଯ୍ୟକାନ୍ତ ରାଉତ କାର୍ଯ୍ୟକ୍ରମର ଆଭିମୁଖ୍ଯ ପ୍ରଦାନ କରିଥିବା ବେଳେ ସାମାଜିକ କର୍ମୀ ମଣ୍ଟୁ ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

କାର୍ଯ୍ୟକ୍ରମ ଅବସରରେରେ ଜାତୀୟ ପାରା କ୍ରୀଡାବିତ ସୋନାଲି ଓଝା ଓ ଦମୟନ୍ତୀ ଓଝାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ବାଲ୍ଯବିବାହ ନିଷେଧ ଓ ନିୟନ୍ତ୍ରଣ ଆଇନ ସଚେତନ ବିଷୟରେ ତର୍କ ପ୍ରତିଯୋଗିତାରେ ଶିକ୍ଷା ବିଭାଗର ସୌମ୍ୟା ସେଖ ପ୍ରଥମ, ଓଡ଼ିଆ ବିଭାଗର ସ୍ଥିତିପ୍ରଜ୍ଞା ପଣ୍ଡା ଦ୍ବିତୀୟ ସ୍ଥାନ ଓ ରାଜନିତୀ ବିଜ୍ଞାନ ବିଭାଗର ନୁରଜାହା ନସିମ ତୃତୀୟ ସ୍ଥାନ ଅଧିକାର କରିଥିଲେ। ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପିକା ରୁପାଲି ଋତୁପର୍ଣା ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Leave a comment

Your email address will not be published. Required fields are marked *