orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ଯାଜପୁର ସହରରେ ନିଶା କାରବାର ବୃଦ୍ଧି, ପୋଲିସ ଓ ଅବକାରୀ ବିଭାଗ ନିରବ

ଯାଜପୁର ସହରରେ ନିଶା କାରବାର ବୃଦ୍ଧି, ପୋଲିସ ଓ ଅବକାରୀ ବିଭାଗ ନିରବ

ଓଡ଼ିଶାଲିଡ୍ସ(ଯାଜପୁର):ଐତିହାସିକ, ସାଂସ୍କୃତିକ ସହର ଯାଜପୁର । ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ଏହି କ୍ଷେତ୍ରର ସାରା ଦେଶରେ ରହିଛି ଭିନ୍ନ ପରିଚୟ । କେବଳ ବିରଜା ମନ୍ଦିର ନୁହେଁ ଏହି ସହରରେ ରହିଛି ଅନେକ ଦେବା ଦେବୀ ମନ୍ଦିର । ବହୁ ତୀର୍ଥ ସ୍ଥାନ । ସମୟ କ୍ରମେ ଏହି ସହରର କଳେବର ବେଶ ବୃଦ୍ଧି ହୋଇଛି । ବିଶେଷ କରି ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହେବା ଦ୍ୱାରା ଜିଲ୍ଲା ତଥା ଜିଲ୍ଲା ବାହାରର ବହୁ ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି । ସହର ବଢ଼ିବା ସହିତ ସହରର ଲୋକ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି । ଏହି ସମୟରେ ନିଶା ବେପାରୀ ସହର ଉପରେ ନଜର କେନ୍ଦ୍ରୀଭୂତ କରିଛନ୍ତି । ଯୁବ ସମାଜକୁ ନିଶା ଗ୍ରସ୍ତ କରି ଅର୍ଥ ରୋଜଗାର କରିବାକୁ ଜାଲ ବିଛାଇଛନ୍ତି ନିଶା ବେପାରୀ । ଆଉ ନିଶା ବେପାରୀଙ୍କ ଜାଲରେ ଖୁବ ସହଜରେ ଧରା ଦେଉଛନ୍ତି ଯୁବକ ମାନେ । ଯାହାର ସୁଯୋଗରେ ସହର ସାରା ଏବେ ନିଶା ଦ୍ରବ୍ୟ ବ୍ୟବସାୟ ବେଶ ବଢି ଯାଇଛି । ସହରରେ ମଦ ଅତି ସାଧାରଣ କଥା ହୋଇଥିଲା ବେଳେ ଏବେ ଗଞ୍ଜେଇ ଓ ବ୍ରାଉନ ସୁଗାର ମଦକୁ ଅତିକ୍ରମ କରି ସାରିଛି । ସହରର ଗଳି କନ୍ଦିରେ ଏବେ ଗଞ୍ଜେଇ ଓ ବ୍ରାଉନ ସୁଗାର ବିକ୍ରି ବ୍ୟାପକ ହୋଇଛି ।

ଅନ୍ୟାୟସରେ ନିଶା ସେବନକାରୀ ଏହି ସବୁ ନିଶା ଦ୍ରବ୍ୟ ପାଇ ପାରୁଛନ୍ତି । କେଉଁଠି ନିଶା ଦ୍ରବ୍ୟ ମିଳୁଛି, କିଏ ଏହାକୁ ବିକ୍ରି କରୁଛନ୍ତି, କେଉଁ ସ୍ଥାନରୁ ଏହା କିପରି ସହର ମଧ୍ୟକୁ ପ୍ରବେଶ କରୁଛି ସେ ନେଇ ସମସ୍ତେ ଅବଗତ ଥିଲା ବେଳେ ଅବକାରୀ ବିଭାଗ ଓ ପୋଲିସ ବିଭାଗ ପାଖରେ କେମିତି ଖବର ପହଞ୍ଚି ପାରୁନାହିଁ ତାହା ସନ୍ଦେହ ସୃଷ୍ଟି କରୁଛି । ନିଶା କାରବାର କରୁଥିବା ନିଶା ବେପାରୀଙ୍କ ସହିତ ଅବକାରୀ ଓ ପୋଲିସ ଅଧିକାରୀଙ୍କ ମଧୁଚନ୍ଦ୍ରିକା କାରଣରୁ ଦୁଇ ବିଭାଗ ନିରବ ବସିଥିବା ସହରର ବହୁ ବୁଦ୍ଧିଜୀବି ମତ ଦେବା ସହିତ ଆଗକୁ ଏହା ଜଟିଳ ସମସ୍ୟା ସୃଷ୍ଟି କରିବ ବୋଲି ଆଶଙ୍କା କରିଛନ୍ତି ।

ଦିନକୁ ଦିନ ନିଶା କାରବାର ବଢୁଥିଲା ବେଳେ ବିଭିନ୍ନ ସ୍କୁଲ କଲେଜର ଛାତ୍ର ଏବେ ନିଶାଶକ୍ତ ହୋଇ ସାରିଲେଣି । ଆଗକୁ ଏହା ଜଟିଳ ସମସ୍ୟା ସୃଷ୍ଟି କରିବା ପୂର୍ବରୁ ଅବକାରୀ ଓ ପୋଲିସ ବିଭାଗ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭିନ୍ନ ମହଲରୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *