Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଆନ୍ତର୍ଜାତୀୟ > ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମହାକାଶଚାରୀ ସୁନିତା ଓ ତାଙ୍କ ସାଥିଙ୍କୁ ଫେରାଇ ଆଣିବାକୁ ସ୍ପେସ ଷ୍ଟେସନରେ ପହଞ୍ଚିଛି ମହାକାଶ ଯାନ । ଏହି ଅବସରରେ ପୃଥିବୀରୁ ଯାଇଥିବା ନୂଆ ୪ ମହାକାଶଚାରୀଙ୍କୁ ସ୍ବାଗତ କରିଥିଲେ ସୁନୀତା ଓ ତାଙ୍କ ସାଥି ଆଷ୍ଟ୍ରନଟ୍ ବୁଚ୍ ୱିଲମୋର । ଗତକାଲି ଦିନ ପ୍ରାୟ ୧୦ଟା ବେଳେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି ସ୍ପେଶ୍ ଏକ୍ସ କ୍ରୁ-ଟେନ୍ ମିଶନର ଡ୍ରାଗନ୍ ସ୍ପେଶକ୍ରାଫ୍ଟ । ପୃଥିବୀକୁ ଫେରିବା ପୂର୍ବରୁ ମହାକାଶରେ ଖୁସିରେ ଝୁମି ଉଠିଛନ୍ତି ସୁନିତା ୱିଲିୟମ। ୯ ମାସ ମହାକାଶରେ ଫସିରହିବା ପରେ, ମାଟିକୁ ଫେରିବା ପୂର୍ବର ଖୁସି ଆଜି ସ୍ପଷ୍ଟ ବାରି ହୋଇ ପଡ଼ିଥିଲା ସୁନୀତା ୱିଲିୟମ୍ସଙ୍କ ମୁହଁରେ । ତାଙ୍କୁ ପୃଥିବୀକୁ ଫେରାଇ ଆଣିବା ପାଇଁ ଯାଇଥିବା ଡ୍ରାଗନ୍ ସ୍ପେଶକ୍ରାଫ୍ଟର ଡକିଂ ସଫଳ ହୋଇଛି ।

ପୃଥିବୀରୁ ଯାଇଥିବା ନୂଆ ୪ ମହାକାଶଚାରୀଙ୍କୁ ସ୍ବାଗତ କରିଥିଲେ ସୁନୀତା ଓ ତାଙ୍କ ସାଥି ୱିଲମୋର । ପୃଥିବୀ ପୃଷ୍ଠରୁ ୪ଶହ କିଲୋମିଟର ଉପରେ ବୁଲୁଥିବା ଇଣ୍ଟରନ୍ୟାସନାଲ ସ୍ପେଶ୍ ଷ୍ଟେସନକୁ ଗତବର୍ଷ ଜୁନରେ ମାତ୍ର ୮ ଦିନ ପାଇଁ ଯାଇଥିଲେ ଏହି ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା । ହେଲେ ତାଙ୍କ ମହାକାଶଯାନ ବୋଇଂ ଷ୍ଟାରଲାଇନରରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା । ଫଳରେ ତାଙ୍କୁ ୮ ଦିନ ବଦଳରେ ୯ ମାସ ଫସି ରହିବାକୁ ପଡ଼ିଲା ସ୍ପେଶ୍ ଷ୍ଟେସନ ଭିତରେ ।

ତାଙ୍କୁ ପୃଥିବୀକୁ ଫେରାଇ ଆଣିବା ପାଇଁ ବାରମ୍ବାର ମିଶନ୍ ପ୍ଲାନ୍ ହେଉଥିଲା, ଓ ପ୍ରମୁହୂର୍ତ୍ତରେ ପୁଣି ସେସବୁ ସ୍ଥଗିତ ରହୁଥିଲା । ଯାହାକି ସୁନୀତାଙ୍କ ସଂପର୍କୀୟ ଓ ଶୁଭେଚ୍ଛୁଙ୍କ ମନରେ ଚିନ୍ତା ଓ ଆଶଙ୍କା ବଢ଼ାଇଥିଲା । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି ସ୍ପେଶ୍ ଏକ୍ସ କ୍ରୁ-ଟେନ୍ ମିଶନର ଡ୍ରାଗନ୍ ସ୍ପେଶକ୍ରାଫ୍ଟ । ଏଥିରେ ଆମେରିକା, ଜାପାନ ଓ ଋଷର ୪ ଜଣ ମହାକାଶଚାରୀ ସ୍ପେଶ ଷ୍ଟେସନକୁ ଯାଇଛନ୍ତି । ଏହା ସୁନୀତା ଓ ବୁଚଙ୍କ ସମେତ ମୋଟ ୪ ଜଣଙ୍କୁ ଧରି ପୃଥିବୀ ଫେରିବ ବୋଲି ସୂଚନା ରହିଛି । ଆସନ୍ତା ୧୯ ତାରିଖରେ ସୁନୀତା ଫ୍ଲୋରିଡ଼ା ତଟରେ ଓହ୍ଲାଇପାରନ୍ତି ବୋଲି ଆଶା କରାଯାଉଛି ।

Leave a comment

Your email address will not be published. Required fields are marked *